ନିର୍ ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ୟଥୋଚିତ୍ କରନ୍ତି।
Cross references
ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।
ଜ୍ଞାନ ପରମେଶ୍ବରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ। ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସମାନେେ ଜ୍ଞାନୀ ଅଟନ୍ତି। ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାୟିବ।
ଲକ୍ଷ୍ଯସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ବଯକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।
ଧାର୍ମିକଠାରୁ ତୁମ୍ଭକୁ ଦୂ ରଇେ ନିଅ ନାହିଁ। ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ।
କୁକର୍ମ କରିବା ନିର୍ବୋଧର ଆନନ୍ଦ, ସହେିପରି ଜ୍ଞାନ ବୁଦ୍ଧିମାନ୍ ପୁରୁଷର।
ୟିଏ ଆପଣାର ପ୍ରତିବେଶୀକୁ ତାଛଲ୍ଯ ମନୋଭାବ ଦଖାେଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହାଇେ ରହେ।
ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।
ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
ଆପଣା ପ୍ରତିବେଶୀକି ଯେଉଁଲୋକ ଭୁଲାଇ କ ହେ, ମୁଁ କୌତୁକ କରୁଛି।
ଅତଏବ କିପରି ଜୀବନ କାଟୁଅଛ, ଏବିଷୟ ରେ ବିଶଷେ ସାବଧାନ ରୁହ। ନିର୍ ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର।
ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।