ଦୁଷ୍ଟ ଲୋକର ଚିନ୍ତାଧାରାଗୁଡ଼ିକ ସଦାପ୍ରଭୁଙ୍କର ନିକଟରେ ଘୃଣ୍ଯ ଅଟେ। ମାତ୍ର ସ୍ବଳ୍ପ କଥା ଆନନ୍ଦ ଦାୟକ।
Cross references
ହେ ସଦାପ୍ରଭୁ, ମୁଁ ଆଶା କରୁଛି ମାରେ କଥା ଓ ଭାବନା ନିଶ୍ଚଯ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମାରେ ଦୃଢ଼ ବିଶ୍ବାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କବଳେ ମାରେ ରକ୍ଷାକର୍ତ୍ତା ଅଟ।
ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।
ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।
ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
ହୃଦଯ କୁକର୍ମ କରିବା ପାଇଁ ଯୋଜନା କରେ, କୁକର୍ମ କରିବାକୁ ବଗଗୋମୀ ଚରଣ।
ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି।
ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।
ନିର୍ବୋଧ ଲୋକମାନେ ଯାହାସବୁ ଯୋଜନା କରନ୍ତି, ତାହା ପାପ। ଲୋକମାନେ ସହେି ଲୋକକୁ ଘୃଣା କରନ୍ତି ୟିଏ ଅନ୍ୟମାନଙ୍କଠାରୁ ନିଜକୁ ଉତ୍ତମ ବୋଲି ବିବଚେନା କରେ।
ହେ ୟିରୁଶାଲମ ନିବାସୀଗଣ ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।
ହେ କାଳସର୍ପର ସନ୍ତାନଗଣ, ତୁମ୍ଭମାନେେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତ ରେ ଯାହା ଭାବୁଥାଏ, ତାକୁ କଥା ରେ ପ୍ରକାଶ କରିଥାଏ।
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।