Home Bibles ହିତୋପଦେଶ 15:9 · ଓଡ଼ିଆ ବାଇବେଲ
ହିତୋପଦେଶ 15:9 · ଓଡ଼ିଆ ବାଇବେଲ

ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷଯ। ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ ରମେ କରନ୍ତି।

Cross references

ଗୀତସଂହିତା 1:6

କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।

ଗୀତସଂହିତା 5:5

ଗର୍ବୀମାନେ କବେେ ତୁମ୍ଭ ନିକଟକୁ ଆସିପାରିବେ ନାହିଁ। ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ତୁମ୍ଭେ ସମାନଙ୍କେୁ ଘୃଣା କର।

ଗୀତସଂହିତା 11:7

କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।

ଗୀତସଂହିତା 146:8

ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।

ହିତୋପଦେଶ 4:19

କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।

ହିତୋପଦେଶ 21:4

ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।

ହିତୋପଦେଶ 21:8

ଦୋଷ ରେ ଭାରାକ୍ରାନ୍ତ ଲୋକର ପଥ ଅତିଶଯ ବକ୍ର, ମାତ୍ର ଜଣେ ପବିତ୍ର ଲୋକର ପଥ ସଳଖ ଏବଂ ସାଧୁ।

ହିତୋପଦେଶ 21:21

ଯେଉଁ ଲୋକ ଧାର୍ମିକତା ଓ ଦୟାର ପଶ୍ଚାଦ୍ଗାମୀ, ସେ ଜୀବନ, ଧାର୍ମିକତା ଓ ସମ୍ମାନ ପାଏ।

ଯିଶାଇୟ 26:7

ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସମାନେେ ସରଳ ଓ ସତ୍ଯପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ବର, ତୁମ୍ଭେ ସହେି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।

ଯିଶାଇୟ 51:1

ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।

ଯିଶାଇୟ 51:7

ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।

ଯିରିମିୟ 44:4

ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'

ହୋଶେୟ 6:3

ଆସ, ସଦାପ୍ରଭୁଙ୍କ ସମ୍ବନ୍ଧ ରେ ଅଧ୍ଯଯନ କରିବା। ତାଙ୍କ ସମ୍ବନ୍ଧ ରେ ଅଧିକ ଜାଣିବା ପାଇଁ କଠାେର ଅଧ୍ଯବସାଯ କରିବା। ପ୍ରଭାତ ଆସିଲା ପରି ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ। ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମଯ କଲା ପରି ପରମେଶ୍ବର ଆମ୍ଭମାନଙ୍କ ନିକଟକୁ ଆସିବେ।

ହବକକୂକ 1:13

ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

ମାଥିଉଲିଖିତ ସୁସମାଚାର 7:13

ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:11

କିନ୍ତୁ ତୁମ୍ଭେ ଜଣେ ପରମେଶ୍ବରଙ୍କର ଲୋକ। ଅତଏବ ତୁମ୍ଭେ ସହେି ସବୁ ବିଷୟଠାରୁ ଦୂର ରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ବରଙ୍କ ଉପାସନା କର। ତୁମ୍ଭ୍ ଜୀବନ ରେ ବିଶ୍ବାସ, ପ୍ ରମେ, ର୍ଧୈୟ୍ଯ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:22

ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

Interlinear

Choose Theme