ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।
Cross references
ସେତବେେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତୃରୂପେ ଆସିଅଛି, ଯେ ହତେୁ ତୁମ୍ଭର ୟାତ୍ରା ଭୂଲ୍ ଅଟେ।
ଏଥି ରେ 300 ଲୋକ ନିଜ ନିଜ ହାତ ରେ ମକ୍ସ୍ଟହଁ ରେ ହାତ ଦଇେ କକ୍ସ୍ଟକକ୍ସ୍ଟରପରି ଗ୍ଭକକ୍ସ୍ଟ ଗ୍ଭକକ୍ସ୍ଟ କରି ଜଳପାନ କଲେ। ଏବଂ ଅନ୍ୟ ସମସ୍ତ ଲୋକ ଜଳ ପାନକରିବା ପାଇଁ ଆସ୍ଖକ୍ସ୍ଟମାଡି ନଇଁ ପଡିଲେ।
ସେ ସମୟରେ ଇଶ୍ରାୟେଲ ମଧିଅରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟି ରେ ଯାହା ଭଲ ଲାଗିଲା, ସେ ତାହା କଲା।
ତେଣୁ ଶାମକ୍ସ୍ଟଯଲେ ଶାଉଲ ଥିବା ସ୍ଥାନକକ୍ସ୍ଟ ୟାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ଯର୍ଥନା କଲେ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ମୁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
ସହେି ଲୋକ ଆପଣାକୁ ମିଥ୍ଯା କ ହେ। ସେ ଲୋକ ଆପଣା ତୃଟି ଦେଖେ ନାହିଁ, ତଣେୁ ସେ କ୍ଷମା ପ୍ରାର୍ଥନା କରେ ନାହିଁ।
ସଦାପ୍ରଭୁ ମନୁଷ୍ଯର ସମସ୍ତ ଗତି ଦେଖନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ ପଥକୁ ସମାନ କରନ୍ତି।
ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।
ନିଆଁ ରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାୟାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
ମନୁଷ୍ଯ ଯାହା କର୍ମ କରେ ତାହା ତା'ର ଦୃଷ୍ଟି ରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦଯ ସବୁ ତୌଲନ୍ତି।
ତୁମ୍ଭେ ଏପରି କୁହ ନାହିଁ, ଏହା ମାରେ କର୍ତ୍ତବ୍ଯ ନୁହେଁ। ଯେ ହତେୁ ସଦାପ୍ରଭୁ ସମସ୍ତ ବିଷଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭର ପ୍ରେତ୍ୟକକ କର୍ମକୁ ଦେଖୁଛନ୍ତି। ତୁମ୍ଭେ କ'ଣସବୁ କରୁଅଛ। ତେଣୁ ସଦାପ୍ରଭୁ ତୁମ୍ଭର ଉତ୍ତମ କାର୍ୟ୍ଯ ପାଇଁ ତୁମ୍ଭକୁ ପୁରସ୍କୃତ କରିବେ।
କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।
ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସମାନେେ ସରଳ ଓ ସତ୍ଯପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ବର, ତୁମ୍ଭେ ସହେି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।
ଯଦିଓ ତୁମ୍ଭେ ସୋଢ଼ା ରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ଯବହାର କରିଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟି ରେ କ୍ଷାରିତ ନ ହାଇେ ସହେିପରି ରହିଅଛି। ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
ତକଲରେ ଅର୍ଥ, ଆପଣ ନିକିତି ରେ ତୌଲା ୟାଇ ଅଛନ୍ତି ଓ ଊଣା ଦଖାେ ୟାଇଅଛନ୍ତି।
ଯୀଶୁ ଫାରୂଶୀମାନଙ୍କୁ କହିଲେ, ଲୋକଙ୍କ ଆଗ ରେ ତୁମ୍ଭମାନେେ ନିଜକୁ ଭଲ ବୋଲି ଦେଖଇେ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟ ରେ ପ୍ରକୃତ ରେ କ'ଣ ଅଛି, ତାହା ପରମେଶ୍ବର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ଯବାନ ବୋଲି ମନେ କରିଥାନ୍ତି, ତାହା ପରମେଶ୍ବରଙ୍କ ଦୃଷ୍ଟି ରେ ମୂଲ୍ଯ ହୀନ।
କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:
ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।