Home Bibles ହିତୋପଦେଶ 17:9 · ଓଡ଼ିଆ ବାଇବେଲ
ହିତୋପଦେଶ 17:9 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତବେେ ସେ ତୁମ୍ଭର ବନ୍ଧୁ ହବେ। ମାତ୍ର ତା'ର ଦୋଷକୁ ଯବେେ ତୁମ୍ଭେ ମନେ ପକାଇବ, ତବେେ ତୁମ୍ଭର ବନ୍ଧୁତ୍ବ ନଷ୍ଟ ହବେ।

Cross references

ଗୀତସଂହିତା 32:1

ୟାହାର ସବୁ ପାପ କ୍ଷମା କରାୟାଇଅଛି, ସେ ବ୍ଯକ୍ତି ଧନ୍ଯ। ସହେି ବ୍ଯକ୍ତି ଅଧିକ ଭାଗ୍ଯଶାଳୀ, ଯେତବେେଳେ ତା'ର ସମସ୍ତ ପାପ ଧୋଇ ଦିଆୟାଇଥାଏ।

ହିତୋପଦେଶ 10:12

ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ।

ହିତୋପଦେଶ 16:28

କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

ପିତରଙ୍କ ପ୍ରଥମ ପତ୍ 4:8

ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।

Interlinear

Choose Theme