Home Bibles ହିତୋପଦେଶ 18:2 · ଓଡ଼ିଆ ବାଇବେଲ
ହିତୋପଦେଶ 18:2 · ଓଡ଼ିଆ ବାଇବେଲ

ମୂର୍ଖ ଲୋକ ଅନ୍ୟଠାରୁ ଶିକ୍ଷା ପାଇଁ ଭଲ ପାଏ ନାହିଁ। କବଳେ ଆପଣା ମନର କଥା ପ୍ରକାଶ କରିବା ରେ ସନ୍ତାଷେ ପାଏ।

Cross references

ଗଣନା ପୁସ୍ତକ 24:15

ଏଥି ରେ ବିଲିଯମ କହିଲେ,

ଗୀତସଂହିତା 1:1

ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,

ହିତୋପଦେଶ 1:7

ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।

ହିତୋପଦେଶ 1:22

ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?

ହିତୋପଦେଶ 12:23

ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ହିତୋପଦେଶ 13:16

ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।

ହିତୋପଦେଶ 17:16

ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।

ଉପଦେଶକ 10:3

ମୁର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦଖାୟୋଏ। ପୁଣି ସେ ପ୍ରେତ୍ୟକକକୁ କ ହେ ଯେ ସେ ମୂର୍ଖ।

ମାଥିଉଲିଖିତ ସୁସମାଚାର 8:34

ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:1

ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:12

ତୁମ୍ଭପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ତୁମ୍ଭମାନେେ ଆଧ୍ଯାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣ ରେ ପାଇବାକୁ ଚେଷ୍ଟା କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:15

ଏହା ସତ୍ଯ ଯେ ସମାନଙ୍କେ ଭିତରୁ କେତଜେଣ କଠାେର ଓ ଈର୍ଷାନ୍ବିତ ହାଇେ ବିବାଦ ମନୋଭାବ ନଇେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି, କିନ୍ତୁ ଅନ୍ୟମାନେ ସଦ୍ ଭାବରେ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରଚାର କରୁଛନ୍ତି।

ପିତରଙ୍କ ଦିତୀୟ ପତ୍ର 2:15

ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦଇେଛନ୍ତି ଓ ବିଯୋରର ପୁତ୍ର ବିଲିଯାମର ଭୁଲ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା।

Interlinear

Choose Theme