Home Bibles ☰ Books ହିତୋପଦେଶ 18:20 · ଓଡ଼ିଆ ବାଇବେଲ
ହିତୋପଦେଶ 18:20 · ଓଡ଼ିଆ ବାଇବେଲ

ମନୁଷ୍ଯର ଉଦର ତା'ର ମୁଖ ଫଳ ରେ ପୂର୍ଣ୍ଣ ହୁଏ। କିନ୍ତୁ ସେ ଆପଣା ଓଷ୍ଠର କଥା ରେ ତୃପ୍ତ ହୁଏ।

Cross references

ହିତୋପଦେଶ 12:13

ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।

ହିତୋପଦେଶ 13:2

ଉତ୍ତମ ଲୋକମାନେ ସମାନଙ୍କେର ଶବ୍ଦଗୁଡ଼ିକର ଉତ୍ତମ ଫଳ ଭୋଗ କରନ୍ତି। ମାତ୍ର ବିଶ୍ବାସଘାତକ ଲୋକମାନେ ହିଂସାରୁ ଭୋଗ କରୋ

ହିତୋପଦେଶ 22:18

ତୁମ୍ଭେ ଖୁସି ହବେ, ଯଦି ତୁମ୍ଭେ ସମାନଙ୍କେୁ ମନେ ରଖିବ ଏବଂ ଆବୃତ୍ତି କରିବ।

ହିତୋପଦେଶ 22:21

ଏହି ସତ୍ଯତା ରୂପକ ବାକ୍ଯ ତୁମ୍ଭକୁ ସତ୍ଯତା ଗୁରୁତ୍ବପୂର୍ଣ୍ଣ କଥା ଶିକ୍ଷା ଦବେ। ଏହାପ ରେ ତୁମ୍ଭମାନେେ ଉତ୍ତମ ଶିକ୍ଷା ଦଇପୋରିବ।

ହିତୋପଦେଶ 25:11

ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

Interlinear

Choose Theme