Home Bibles ହିତୋପଦେଶ 18:22 · ଓଡ଼ିଆ ବାଇବେଲ
ହିତୋପଦେଶ 18:22 · ଓଡ଼ିଆ ବାଇବେଲ

ଯେଉଁ ଲୋକ ଭାର୍ୟ୍ଯା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।

Cross references

ଆଦି ପୁସ୍ତକ 2:18

ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

ଆଦି ପୁସ୍ତକ 24:67

ଏହା ପରେ ଇ‌ସ୍‌ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇ‌ସ୍‌ହାକର ସ୍ତ୍ରୀ ହେଲେ। ଇ‌ସ୍‌ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇ‌ସ୍‌ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।

ଆଦି ପୁସ୍ତକ 29:20

ତେଣୁ ଯାକୁବ ତାଙ୍କ ସହ ସଠାେରେ ସାତବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ କମ ସମୟ ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।

ଆଦି ପୁସ୍ତକ 29:28

ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହାପରେ ଲାବନ ରାହେଲକୁ ତା'ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ।

ରୂତର ବିବରଣ 4:10

ମୁ ମଧ୍ଯ ମାୟୋବ ଦେଶୀଯ ମୃତ ମହଲୋନର ବିଧବା ସ୍ତ୍ରୀ ଋତକକ୍ସ୍ଟ ମାରେ ସ୍ତ୍ରୀ ରୂପେ ଗ୍ରହଣ କଲି। ଯାହାଫଳ ରେ ମୃତ ବ୍ଯକ୍ତିର ଜମିଜମା ସବୁ ତା'ର ପରିବାର ରେ ରହିବ। ଏହି ପ୍ରକାର ରେ ମୃତ ଲୋକର ନାମ ପୁରାପୁରି ଭୂଲି ହବେନାହିଁ। ଆପଣମାନେ ସମସ୍ତେ ଆଜି ଏହାର ସାକ୍ଷୀ।

ହିତୋପଦେଶ 3:4

ଯଦି ତୁମ୍ଭେ ଏହା କର, ତୁମ୍ଭେ ଜ୍ଞାନୀ ହବେ, ପରମେଶ୍ବର ଓ ମନୁଷ୍ଯମାନଙ୍କଠାରୁ ସୁବିବଚେନା ଲାଭ କରିବ।

ହିତୋପଦେଶ 5:15

ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।

ହିତୋପଦେଶ 8:35

ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ।

ହିତୋପଦେଶ 12:4

ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।

ହିତୋପଦେଶ 19:14

ଗୃହ ଓ ଧନ ପିତୃ ଲୋକଙ୍କଠାରୁ ପ୍ରାପ୍ତ ଅଧିକାର। ମାତ୍ର ବୁଦ୍ଧିମତା ସ୍ତ୍ରୀ ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।

ହିତୋପଦେଶ 31:10

ଏହା ଅତ୍ଯନ୍ତ କଷ୍ଟ ଏକ ଗୁଣବତୀ ସ୍ତ୍ରୀ ପାଇବା ତା'ର ମୂଲ୍ଯ ମୁକ୍ତାଠାରୁ ଅଧିକ ମୂଲ୍ଯବାନ ଅଟେ।

ଉପଦେଶକ 9:9

ସୂର୍ୟ୍ଯ ତଳେ ସେ ତୁମ୍ଭକୁ ଅସାର ଆଯୁଷର ଯେତେ ଦିନ ଦଇେଅଛନ୍ତି। ତୁମ୍ଭର ସହେି ଅସାର ଆଯୁଷର ସତେିକି ଦିନ ଆପଣା ପ୍ରିଯତମ ଭାର୍ୟ୍ଯା ସଙ୍ଗେ ଆନନ୍ଦ ରେ ବାସ କର। କାରଣ ତାହା ତୁମ୍ଭ ଜୀବନର ପୁରସ୍କାର, ସୂର୍ୟ୍ଯତଳେ କରିଥିବା କଠିନ କର୍ମର ଫଳ ଅଟେ।

ହୋଶେୟ 12:12

ଯାକୁବ ଅରାମ ରାଜ୍ଯକୁ ପଳାଇଲେ। ସହେି ସ୍ଥାନ ରେ ଇଶ୍ରାୟେଲ ଗୋଟିଏ ସ୍ତ୍ରୀ ପାଇଁ କାର୍ୟ୍ଯ କରୁଥିଲେ। ସେ ଅନ୍ୟ ସ୍ତ୍ରୀ ପାଇବାକୁ ମଷେ ରଖିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:2

କିନ୍ତୁ ୟୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରେତ୍ୟକକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସହେିଭଳି ପ୍ରେତ୍ୟକକ ସ୍ତ୍ରୀର ନିଜ ସ୍ବାମୀ ଥିବା ଉଚିତ୍।

Interlinear

Choose Theme