Cross references
ଯୋଷଫେ ସମାନଙ୍କେର ଭାଇମାନଙ୍କୁ ଦେଖିଲେ। ଯୋଷଫେ ସମାନଙ୍କେୁ ଚିହ୍ନି ପାରିଲେ ନାହିଁ। କିନ୍ତୁ ସମାନଙ୍କେୁ ନ ଚିହ୍ନିଲାପରି ଅଭିନଯ କଲେ। ଯୋଷଫେ ସମାନଙ୍କେୁ ମଧ୍ଯ ରୁକ୍ଷ ବ୍ଯବହାର କଲେ। ଯୋଷଫେ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁଠାରୁ ଆସିଛ?
ସମାନେେ କହିଲେ, ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ଯବହାର କଲେ। ସେ ଭାବିଲେ ଆମ୍ଭମାନେେ ଚର।
କିନ୍ତୁ ଫାରୋ କହିଲେ, ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇଶ୍ରାୟେଲୀୟମାନଙ୍କୁ ୟିବାକୁ ଦବେି ନାହିଁ।
ସେ ପ୍ରତକ୍ସ୍ଟ୍ଯଷ୍ଯ ରେ ଆସି ଶ୍ରମିକମାନେ ପଛ ରେ ଛାଡି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନକ୍ସ୍ଟମତି ନଲୋ। ଏ ପର୍ୟ୍ଯନ୍ତ ସେ ଲଗାତର ଭାବରେ କାର୍ୟ୍ଯ କରୁଅଛି, କବଳେ ଅଳ୍ପ ସମୟ ସେ ଗୃହ ରେ ବିଶ୍ରାମ ନେଉଥିଲା ।
ଆଉ ତୁମ୍ଭର ଅବଶିଷ୍ଟ ବଂଶଧରଗଣ ଯାଜକ ନିକଟରେ ଆସି ତାଙ୍କୁ ଜବାବ କରିବେ, ଦୟାକରି ମାେତେ ଯାଜକ ଭାବରେ କିଛି କାମ ଦିଅନ୍ତକ୍ସ୍ଟ, ଯାହା ଫଳ ରେ ମୁ କିଛି ଖାଦ୍ୟ ଓ କିଛି ଟଙ୍କା ରୋଜଗାର କରି ପାରିବି।'
ନାବଲ ଦାଉଦର ଲୋକମାନଙ୍କୁ ଉତ୍ତର ଦଇେ କହିଲେ, ଦାଉଦ କିଏ? ୟିଶୀର ପକ୍ସ୍ଟତ୍ର କିଏ? ଆଜିକାଲି ଅନକେ ଦାସ ଅଛନ୍ତି ଯେଉଁମାନେ ଆପଣା ଆପଣା ମକ୍ସ୍ଟନିବଠାରକ୍ସ୍ଟ ପଳାଇୟାଇ ବକ୍ସ୍ଟଲକ୍ସ୍ଟଛନ୍ତି।
ବର୍ତ୍ତମାନ ଚିନ୍ତାକର ଓ ବର୍ତ୍ତମାନ କ'ଣ କରାୟାଇପାରିବ ସ୍ଥିର କର। ଆମର ସ୍ବାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସକ୍ସ୍ଟଅଛି। ଏପରି ଦକ୍ସ୍ଟଷ୍ଟ ବ୍ଯକ୍ତିକକ୍ସ୍ଟ କହେି କିଛି କହି ନ ପା ରେ, କାଳେ ସେ ତା'ର ମନ ପରବର୍ତ୍ତନ କରିବ।
ଭବିଷ୍ଯଦ୍ବକ୍ତାଗଣ ଦଳର ମଧ୍ଯରୁ ଜଣକର ଭାର୍ୟ୍ଯା ଇଲୀଶାୟଙ୍କ ସମ୍ମୁଖ ରେ ଆସି କ୍ରନ୍ଦନ କରି କହିଲ, ଆପଣଙ୍କର ଦାସ ୟିଏ ମାରେ ସ୍ବାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଟଙ୍କା ଏକ ମନୁଷ୍ଯଠାରୁ କରଜ କରଥିଲେ ଓ ସହେି ମହାଜନ ମାରେ ଦୁଇପୁତ୍ରଙ୍କୁ ଦାସ କରିନବୋକୁ ଆସିଅଛି।
ଲିବିଯାଥନ ତୁମ୍ଭକୁ ଭିକ୍ଷା କରିବ କି ତାକୁ ମୁକୁଳାଇବା ପାଇଁ ? ସେ ତୁମ୍ଭକୁ କୋମଳ ଶବ୍ଦ ରେ କଥା କହିବ କି ?
ଧନବାନ ଦରିଦ୍ର ଉପ ରେ କତ୍ତୃର୍ତ୍ବ କରେ, ପୁଣି ଋଣୀ ମହାଜନର ଦାସ ହୁଏ।
ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।
ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।
କିନ୍ତୁ ତୁମ୍ଭେ ଗରିବ ଲୋକଙ୍କୁ କୌଣସି ସମ୍ମାନ ଦେଉ ନାହଁ। ଏବଂ ତୁମ୍ଭେ ଜାଣିଛ ଯେ, ଧନୀ ଲୋକମାନେ ତୁମ୍ଭର ଜୀବନକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି ଓ ସହେିମାନେ ତୁମ୍ଭକୁ କଚରେୀକୁ ଟାଣି ନଇେ ଯାଆନ୍ତି।