Home Bibles ☰ Books ହିତୋପଦେଶ 18:8 · ଓଡ଼ିଆ ବାଇବେଲ
ହିତୋପଦେଶ 18:8 · ଓଡ଼ିଆ ବାଇବେଲ

ନିନ୍ଦାର ବାକ୍ଯଗୁଡ଼ିକ, ସୁଷମ ଖାଦ୍ୟ ପରି ଅଟେ, ଯାହା ପାକସ୍ଥଳି ତଳକୁ ୟାଏ।

Cross references

ଲେବୀୟ ପୁସ୍ତକ 19:16

ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧିଅରେ ଏଣେ ତଣେେ ବୁଲିବ ନାହିଁ କିମ୍ବା ପ୍ରତିବେଶୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ୟ୍ଯ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।

ଗୀତସଂହିତା 52:2

ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !

ଗୀତସଂହିତା 64:3

ସମାନେେ ସମାନଙ୍କେର ଜିହ୍ବାକୁ କ୍ଷୁରପରି ଶାଣିତ କରନ୍ତି, ସମାନେେ ସମାନଙ୍କେର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ଯ ନିକ୍ଷପେ କରନ୍ତି।

ହିତୋପଦେଶ 12:18

ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।

ହିତୋପଦେଶ 16:28

କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

ହିତୋପଦେଶ 26:20

କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।

ହିତୋପଦେଶ 26:22

ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।

Interlinear

Choose Theme