Home Bibles ହିତୋପଦେଶ 19:1 · ଓଡ଼ିଆ ବାଇବେଲ
ହିତୋପଦେଶ 19:1 · ଓଡ଼ିଆ ବାଇବେଲ

ଗରିବ ହେଲେ ମଧ୍ଯ ସେ ସାଧୁତା, ସେ ମୂର୍ଖ, ମିଛୁଆ, ଠକଠାରୁ ନିଶ୍ଚିତ ଭଲ।

Cross references

ପ୍ରଥମ ଶାମୁୟେଲ 25:17

ବର୍ତ୍ତମାନ ଚିନ୍ତାକର ଓ ବର୍ତ୍ତମାନ କ'ଣ କରାୟାଇପାରିବ ସ୍ଥିର କର। ଆମର ସ୍ବାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସକ୍ସ୍ଟଅଛି। ଏପରି ଦକ୍ସ୍ଟଷ୍ଟ ବ୍ଯକ୍ତିକକ୍ସ୍ଟ କହେି କିଛି କହି ନ ପା ରେ, କାଳେ ସେ ତା'ର ମନ ପରବର୍ତ୍ତନ କରିବ।

ପ୍ରଥମ ଶାମୁୟେଲ 25:25

ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁ ଆଦୌ ଦେଖି ନାହିଁ। ସପରେି ଅଜ୍ଞାନ ବ୍ଯକ୍ତିର କଥାକକ୍ସ୍ଟ ଧରନାହିଁ। ସେ ତା'ର ନାମକକ୍ସ୍ଟ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ 'ମୂର୍ଖ' ଠିକ୍ ସହେିପରି ସେ ମୂର୍ଖ ମାନଙ୍କପରି ବ୍ଯବହାର କରିଛି।

ଗୀତସଂହିତା 26:11

କିନ୍ତୁ ମୁଁ ନିର୍ଦ୍ ଦୋଷ ଅଟେ। ତଣେୁ ହେ ପରମେଶ୍ବର ମାେ ପ୍ରତି ସଦଯ ହାଇେ ମାେତେ ଉଦ୍ଧାର କର।

ଗୀତସଂହିତା 37:26

ଧାର୍ମିକ ବ୍ଯକ୍ତି ସବୁକିଛି ଅନ୍ୟମାନଙ୍କୁ ଦଇଦେିଏ। ତଣେୁ ତା'ର ପିଲାମାନେ ଏକ ଆଶୀର୍ବାଦସୂଚକ।

ହିତୋପଦେଶ 12:26

ଧାର୍ମିକ ଲୋକ ଆପଣା ପ୍ରତିବେଶୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସମାନଙ୍କେୁ ଭୁଲାଏ।

ହିତୋପଦେଶ 14:2

ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।

ହିତୋପଦେଶ 15:16

ଅଶାନ୍ତି ୟୁକ୍ତି ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟୟୁକ୍ତ ଅଳ୍ପ ସମ୍ପତ୍ତି ଭଲ।

ହିତୋପଦେଶ 16:8

ଅନ୍ଯାଯ ରେ ପ୍ରଚୁର ରୋଜଗାର, ଧାର୍ମିକତା ରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।

ହିତୋପଦେଶ 19:22

ଜଣେ ଲୋକ ତାଙ୍କର ବିଶ୍ବାସ ଜରିଆ ରେ ଗୋଟିଏ ଭଲ ପ୍ରସିଦ୍ଧ ପାଇବାକୁ ଦରକାର କରେ। ଏବଂ ମିଥ୍ଯାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ ରେଷ୍ଠ। ୟିଏ ଯାହାକୁ ବିଶ୍ବାସ କରାୟାଇପା ରେ ନାହିଁ।

ହିତୋପଦେଶ 20:7

ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।

ହିତୋପଦେଶ 28:6

ଜଣେ ଗରିବ ଲୋକ ୟିଏ ଦୋଷହୀନ ଭାବରେ ଜୀବନୟାପନ କରେ, ସେ ସହେି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହାଇେଛି।

ଯିଶାଇୟ 59:3

ତୁମ୍ଭମାନଙ୍କ ହସ୍ତ ରକ୍ତ ରେ ରଞ୍ଜିତ ଓ ତୁମ୍ଭମାନଙ୍କର ଅଙ୍ଗୁଳିଗୁଡ଼ିକ ଅପରାଧ ରେ ଅଶୁଚି ହାଇେଅଛି, ତୁମ୍ଭମାନଙ୍କର ଓଷ୍ଠାଧର ମିଥ୍ଯା କରିଅଛି ଓ ଜିହ୍ବା ଦୁଷ୍ଟତା ବକି ଅଛି।

ମାଥିଉଲିଖିତ ସୁସମାଚାର 12:31

ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁ ସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆୟିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆୟିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧ ରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।

ମାଥିଉଲିଖିତ ସୁସମାଚାର 16:26

ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

ଯାକୁବଙ୍କ ପତ୍ 2:5

ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

Interlinear

Choose Theme