Home Bibles ☰ Books ହିତୋପଦେଶ 19:2 · ଓଡ଼ିଆ ବାଇବେଲ
ହିତୋପଦେଶ 19:2 · ଓଡ଼ିଆ ବାଇବେଲ

ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।

Cross references

ଦିତୀୟ ରାଜାବଳୀ 4:39

ତହୁଁ ଜଣେ ଲୋକ ଶାକ ସଂଗ୍ରହ କରିବାକୁ କ୍ଷତକେୁ ଗଲା। ମାତ୍ର ସେ ଏକ ବନ୍ଯଲତା ପାଇ ତାହାର ଫଳ ରେ ଅଣ୍ଟି ପୂର୍ଣ୍ଣ କଲା। ସହେି ଫଳକୁ ଆଣି କାଟି ପାତ୍ର ରେ ଭରିଲା। କିନ୍ତୁ ସମାନେେ କି ଫଳ ବୋଲି ଜାଣି ପାରିଲେ ନାହିଁ।

ଆୟୁବ ପୁସ୍ତକ 31:5

ମଁ କବେେ ମିଥ୍ଯା କହି ନାହିଁ କି ଲୋକଙ୍କୁ ଠକି ନାହିଁ।

ହିତୋପଦେଶ 1:16

ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।

ହିତୋପଦେଶ 10:21

ଧାର୍ମିକର ଓଷ୍ଠାଧାର, ଅନକଙ୍କେୁ ପ୍ରତିପାଳନ କରେ। ମାତ୍ର ଅଜ୍ଞାନମାନେ ନିର୍ବୋଧତା କାରଣରୁ ମୃତ୍ଯୁବରଣ କରନ୍ତି।

ହିତୋପଦେଶ 14:29

ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

ହିତୋପଦେଶ 21:5

ଚିନ୍ତାଧାରା ଯୋଜନା ଏବଂ କଠିନ କର୍ମ ପ୍ରଚୁରତା ଜନ୍ମାଏ। କିନ୍ତୁ ଦୃଢ଼ ଭାବରେ ଅଳ୍ପକୁ ଅତିଶୀଘ୍ର ଧ ରେ। କବଳେ ଦାରିଦ୍ର୍ଯ ଆଡ଼କୁ ପଥ ଦଖାେଏ।

ହିତୋପଦେଶ 25:8

ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।

ହିତୋପଦେଶ 28:20

ବିଶ୍ବସ୍ତ ଲୋକ ଆଶୀର୍ବାଦ ରେ ବର୍ଦ୍ଧିଷ୍ଣୁ ହବେ। ମାତ୍ର ଯେ ଧନବାନ ହବୋକୁ ଅତି ଉଦ୍ଯମ କରେ, ସେ ନିଶ୍ଚିତ ଦଣ୍ଡିତ ହବେ।

ହିତୋପଦେଶ 28:22

କୃପଣ ମନୁଷ୍ଯ ଧନୀ ହବୋକୁ ବ୍ଯଗ୍ର। ମାତ୍ର ତାହାକୁ ଦାରିଦ୍ର୍ଯ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।

ହିତୋପଦେଶ 29:20

ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।

ଉପଦେଶକ 7:9

ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।

ଉପଦେଶକ 12:9

ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।

ଯିଶାଇୟ 27:11

ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।

Interlinear

Choose Theme