ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।
Cross references
ସହେି ସ୍ତ୍ରୀ ଲୋକଟି ଦେଖିଲା ଯେ, ସହେି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସହେି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ବାମୀକୁ ଖାଇବାକୁ ଦଲୋ ଏବଂ ସେ ମଧ୍ଯ ତାହାକୁ ଖାଇଲା।
କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।
ପୁଣି କୋରହ ସମସ୍ତ ମଣ୍ତଳୀକି ଏକତ୍ରିତ କରି ସମାଗମ ତମ୍ବୁଦ୍ବାର ନିକଟରେ ସମାନଙ୍କେ ପ୍ରତିକୂଳ ରେ ଉପସ୍ଥିତ ହେଲେ, ସେତବେେଳେ ସମସ୍ତ ମଣ୍ତଳୀ ପ୍ରତି ସଦାପ୍ରଭୁଙ୍କ ମହିମା ଆର୍ବିଭାବ ହେଲା।
ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।
ଶାମକ୍ସ୍ଟଯଲେ କହିଲେ, ତୁମ୍ଭେ ନିର୍ବୋଧ କାର୍ୟ୍ଯ କରିଛ। ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ମାନିଲ ନାହିଁ। ଯଦି ତୁମ୍ଭେ ପରମେଶ୍ବରଙ୍କ ଆଦେଶ ମାନି କାର୍ୟ୍ଯ କରିଥାନ୍ତ ତବେେ ପରମେଶ୍ବର ତକ୍ସ୍ଟମ୍ଭ ବଂଶକକ୍ସ୍ଟ ଅନନ୍ତକାଳ ପାଇଁ ଇଶ୍ରାୟେଲର ଶାସନଭାର ସଐାଦନ କରିବାକୁ ଦଇେଥାନ୍ତେ।
ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।
ପକ୍ସ୍ଟଣି ଶାଉଲ ତାଙ୍କୁ କହିଲେ, ତୁମ୍ଭେ ଓ ୟିଶୀର ପକ୍ସ୍ଟତ୍ର କାହିଁକି ମାେ ବିରକ୍ସ୍ଟଦ୍ଧ ରେ କକ୍ସ୍ଟମନ୍ତ୍ରଣା କରିଅଛ? ଆଜିପରି ୟିଶୀର ପକ୍ସ୍ଟତ୍ର ମାେ ବିରକ୍ସ୍ଟଦ୍ଧ ରେ ଉଠି ଓଗାଳି ବସିବା ପାଇଁ ତୁମ୍ଭେ ତ ତାହାକକ୍ସ୍ଟ ରୋଟୀ ଓ ଖଣ୍ତା ଦଇେଅଛ ଓ ପରମେଶ୍ବରଙ୍କ ନିକଟରେ ତା' ପାଇଁ ପ୍ରାର୍ଥନା କରିଅଛ।
ତତ୍ପରେ ସେ ଭବିଷ୍ଯଦ୍ବକ୍ତା ରାଜାଙ୍କୁ କହିଲେ, ସଦାପ୍ରଭୁ ଏହିକଥା କହନ୍ତି, 'ଆମ୍ଭେ ଯେଉଁ ଲୋକକୁ ବିନାଶାର୍ଥେ ଦଇେଥିଲୁ, ତୁମ୍ଭେ ତାକୁ ଆପଣା ହସ୍ତ ରେ ଛାଡିଅଛ। ଏଣୁ ତା'ର ପ୍ରାଣ ବଦଳ ରେ ତୁମ୍ଭର ପ୍ରାଣ ୟିବ। ଆଉ ତାହାର ଲୋକମାନଙ୍କ ବଦଳ ରେ ତୁମ୍ଭର ଲୋକମାନେ ଯିବେ।'
ତହୁଁ ଇଶ୍ରାୟେଲର ରାଜା ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତଦିନ ଧରି ୟାତ୍ରା କଲେ। ସମାନଙ୍କେର ସୈନ୍ଯମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନଥିଲା।
ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
ତୁମ୍ଭେ ଏହା ଦ୍ବଷେପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ବରଙ୍କ ବିରୁଦ୍ଧାଚରଣ କରୁଛ।
ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହବୋର ଆବଶ୍ଯକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସହେି ଲୋକମାନଙ୍କ ଉପରେ ଇର୍ଷା କର ନାହିଁ।
ସଦାପ୍ରଭୁଙ୍କୁ ବିଶ୍ବାସ କର ଓ ତାଙ୍କ ସାହାୟ୍ଯ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ। ଯେତବେେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦ କାର୍ୟ୍ଯ ସଫଳ ହୁଏ। ହତାଶ ହୁଅ ନାହିଁ ଯେତବେେଳେ ଦୁଷ୍ଟ ଲୋକମାନେ ମନ୍ଦ କାର୍ୟ୍ଯ କରିବାକୁ ମନ୍ତ୍ରଣା କରି ସମାନଙ୍କେର ଯୋଜନାରେ ସଫଳ ହୁଅନ୍ତି।
ସତ୍ଯପ୍ରିଯ ଲୋକମାନଙ୍କର ସରଳତା ସମାନଙ୍କେୁ ପଥ ଦଖାଇବେ, କିନ୍ତୁ ବିଶ୍ବାସଘାତ ଲୋକମାନଙ୍କ କୁଟିଳାଚରଣ ସମାନଙ୍କେୁ ନାଶ କରିବ।
ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।
ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?
କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।
ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।