Home Bibles ହିତୋପଦେଶ 2:16 · ଓଡ଼ିଆ ବାଇବେଲ
ହିତୋପଦେଶ 2:16 · ଓଡ଼ିଆ ବାଇବେଲ

ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।

Cross references

ଆଦି ପୁସ୍ତକ 39:3

ପୋଟୀଫର ଦେଖିଲା ଯେ ସଦାପ୍ରଭୁ ଯୋଷଫେକୁ ସହାୟ ଅଟନ୍ତି। ପୋଟୀଫର ଦେଖିଲା ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ୟ୍ଯ କରୁଛି ତାହା ସୁଚାରୁ ରୂପେ କରି ପାରୁଛି।

ଆଦି ପୁସ୍ତକ 39:8

କିନ୍ତୁ ଯୋଷଫେ ମନା କଲେ ସେ କହିଲେ, ଦେଖ ଏ ଗୃହ ରେ ଯାହା ଅଛି ମାେ ମୁନିବ ତହିଁର ତତ୍ତ୍ବ ନିଅନ୍ତି ନାହିଁ। ସେ ମାେ ହସ୍ତ ରେ ଆପଣାର ସର୍ବସ୍ବ ସମର୍ପଣ କରିଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 14:17

ଶାମ୍ଶାେନ୍ର ସ୍ତ୍ରୀ ଅବଶିଷ୍ଟ ସାତଦିନ ୟାକ କାନ୍ଦିଲା। ତେଣୁ ଶଷେ ରେ ଭୋଜୀର ସଲ୍ଗମ ଦିନ ରେ ଶାମ୍ଶାେନ୍ ପ୍ର ହଳେିକାର ଉତ୍ତର ତାଙ୍କୁ କହିଲେ। ସେ ଉତ୍ତରଟି ତାଙ୍କୁ କହିଲେ, କାରଣ ସେ ତାଙ୍କୁ ହଇରାଣ କରିବାକୁ ଲାଗିଲା। ତା'ପରେ ସେ ୟାଇ ତା'ର ଲୋକମାନଙ୍କୁ ସହେି ଉତ୍ତର କହି ଦଲୋ।

ନିହିମିୟା 13:26

ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।

ହିତୋପଦେଶ 5:3

ପର ସ୍ତ୍ରୀ ସୁନ୍ଦର ହାଇପୋ ରେ, ତା'ର ମୁଖରୁ ମଧୁର ବାକ୍ଯ ଶୁଣାୟାଏ।

ହିତୋପଦେଶ 6:24

ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।

ହିତୋପଦେଶ 7:5

ତବେେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ଯଭିଚାରିଣୀ ସ୍ତ୍ରୀଙ୍କଠାରୁ ମଧ୍ଯ ରକ୍ଷା କରିବ।

ହିତୋପଦେଶ 22:14

ପର ସ୍ତ୍ରୀର ମୁଖ ଗଭୀର ଗାତ ଅଟେ, ସଦାପ୍ରଭୁଙ୍କର ଘୃଣିତ ଲୋକ ତହିଁରେ ପଡ଼ିବ।

ହିତୋପଦେଶ 23:27

ବେଶ୍ଯା ହେଉଛି ଗଭୀର ଖାତ ତୁଲ୍ଯ। ଜଣେ ବ୍ଯଭିଚାରୀଣି ଏକ ସଂକୀର୍ଣ୍ଣ କୂପ ତୁଲ୍ଯ ଅଟେ।

ହିତୋପଦେଶ 26:28

ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।

ହିତୋପଦେଶ 29:5

ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।

ଉପଦେଶକ 7:26

ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।

Interlinear

Choose Theme