ସେ ୟୁବାବସ୍ଥା ରେ ବିବାହ କରିଥିବ। କିନ୍ତୁ ସେ ତା'ର ସ୍ବାମୀକୁ ଛାଡ଼ି ଥିବ। ପରମେଶ୍ବରଙ୍କ ଠା ରେ ଶପଥ କରି ବିବାହ କରିଥିବା କଥା ସେ ଭୁଲି ୟିବ।
Cross references
ତୁମ୍ଭର ନିର୍ଝର ଆଶୀର୍ବାଦ ରେ ପ୍ରାପ୍ତ ହେଉ। ତୁମ୍ଭେ ସହେି ସ୍ତ୍ରୀକୁ ଉପଭୋଗ କର ଯାହାକୁ ୟୌବନକାଳ ରେ ବିବାହ କରିଥିଲ।
କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମାରେ 'ପିତା', 'ତୁମ୍ଭେ ମାରେ ବାଲ୍ଯକାଳର ପଥପ୍ରଦର୍ଶକ।'
ଏବଂ ମୁଁ ଯେତବେେଳେ ତୁମ୍ଭକୁ ଅନାଇଲି, ସେତବେେଳେ ଦେଖିଲି ତୁମ୍ଭେ ପ୍ ରମେ କରିବା ପାଇଁ ରାଜି ହାଇୟୋଇଥିଲ। ତେଣୁ ମୁଁ ତୁମ୍ଭ ଶରୀର ଉପ ରେ ମାରେ ବସ୍ତ୍ର ଆବୃତ କଲି। ମୁଁ ଶପଥ କରି ତୁମ୍ଭ ସଙ୍ଗେ ନିଯମ ସ୍ଥିର କଲି ଏବଂ ତୁମ୍ଭେ ମାରେ ହେଲ।' ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି
ଏଥିପାଇଁ ସଦାପ୍ରଭୁ, ମାରେ ପ୍ରଭୁ ଯାହା କହନ୍ତି, ତୁମ୍ଭେ ଚୁକ୍ତି ଅବଜ୍ଞା କରି ନିଯମ ଯେପରି ଭଗ୍ନ କରିଅଛ, ମୁଁ ସହେିପରି ବ୍ଯବହାର କରିବି।
ତୁମ୍ଭମାନେେ ପଗ୍ଭରିବ, କାହିଁକି ଆମ୍ଭମାନଙ୍କର ଏହି ଭଟେି ଗୃହୀତ ହବେ ନାହିଁ? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ପ୍ରତ୍ଯକ୍ଷ ସାକ୍ଷୀ। ସେ ଦେଖିଲେ ତୁମ୍ଭେ ତୁମ୍ଭର ସ୍ତ୍ରୀକୁ ପ୍ରତାରଣା କରୁଛ, ଯାହାକୁ ତୁମ୍ଭେ ୟୁବକାବସ୍ଥା ରେ ବିବାହ କରିଛ। ସେ ତୁମ୍ଭର ସାଥି ଏବଂ ତୁମ୍ଭେ ଶପଥ କରି ତାକୁ ସ୍ତ୍ରୀ ରୂପ ରେ ଗ୍ରହଣ କରିଛ। ମାତ୍ର ତୁମ୍ଭେ ତାକୁ ପ୍ରତାରଣା କରିଛ।