ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।
Cross references
କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।
କିନ୍ତୁ ଶଷେ ରେ ସେ ତିକ୍ତତା ଓ ୟନ୍ତ୍ରଣା ଆଣିବ। ୟନ୍ତ୍ରଣା ଯାହା ବିଷତୁଲ୍ଯ ଓ ତୀକ୍ଷ୍ମ ଖଣ୍ଡାତୁଲ୍ଯ ଆଘାତ କରେ।
ବ୍ଯଭିଚାରିଣୀକୁ ପାଉଁରୋଟୀର ଦାମ ଦବୋକୁ ପଡ଼ିବ, ଅନ୍ୟ ଜଣଙ୍କ ସ୍ତ୍ରୀ ପାଇଁ ତୁମ୍ଭ ଜୀବନର ଦାମ ଦବୋକୁ ପଡ଼ିବ।
ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂ ସଇଖାନୋକୁ ୟାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଚାଲି ଯାଉଥିଲା।
ସେ ଅନକଙ୍କେୁ କ୍ଷତବିକ୍ଷତ କରିଅଛି। ସେ ମଧ୍ଯ ଅନକଙ୍କେୁ ହତ୍ଯା କରିଅଛି।
ତା'ର ଗୃହ ସିଧାସଳଖ କବରକୁ ୟିବା ପାଇଁ ବାଟ। ଯାହା ମୃତ୍ଯୁର ଆଳଯକୁ ୟାଏ।
ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ।
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।