Home Bibles ହିତୋପଦେଶ 20:26 · ଓଡ଼ିଆ ବାଇବେଲ
ହିତୋପଦେଶ 20:26 · ଓଡ଼ିଆ ବାଇବେଲ

ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।

Cross references

ଦିତୀୟ ଶାମୁୟେଲ 4:9

ତଥାପି ଦାଉଦ ରିମ୍ମୋଣର ପକ୍ସ୍ଟତ୍ରଗଣ ରେଖବ୍ ଓ ବାନାକକ୍ସ୍ଟ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମାେତେ ସମସ୍ତ ବିପଦରକ୍ସ୍ଟ ରକ୍ଷା କରିଛନ୍ତି।

ଦିତୀୟ ଶାମୁୟେଲ 12:31

ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସମାନଙ୍କେୁ କରତ ଓ ଲକ୍ସ୍ଟହାମଇ ଓ ଲକ୍ସ୍ଟହା କକ୍ସ୍ଟରାଢି ଦ୍ବାରା କଠିନ କାର୍ୟ୍ଯ କରାଇ ଦଣ୍ତ ଦେଲେ ଓ ସମାନଙ୍କେୁ ଇଟା ତିଆରି କରାଇଲେ। ସେ ଅେମ୍ମାନୀୟମାନଙ୍କ ସମକ୍ସ୍ଟଦାଯ ନଗର ପ୍ରତି ଏପରି କଲେ। ଏହାପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫରେି ଆସିଲେ।

ଗୀତସଂହିତା 101:5

ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।

ଗୀତସଂହିତା 101:8

ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।

ହିତୋପଦେଶ 20:8

ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।

ଯିଶାଇୟ 28:27

କୃଷକ କ'ଣ କଳାଜିରାକୁ କୌଣସି ତୀକ୍ଷ୍ମ ପତ୍ର ରେ ପଷେେ ? ସେ କ'ଣ ଜିରା ଅମଳ କରିବା ପାଇଁ ଶକଟ ଚକ୍ର ବୁଲାଏ ? ସେ ୟଷ୍ଟି ବ୍ଯବହାର କରି ସମାନଙ୍କେୁ ଅମଳ କରେ।

Interlinear

Choose Theme