Home Bibles ହିତୋପଦେଶ 20:3 · ଓଡ଼ିଆ ବାଇବେଲ
ହିତୋପଦେଶ 20:3 · ଓଡ଼ିଆ ବାଇବେଲ

ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।

Cross references

ଦିତୀୟ ରାଜାବଳୀ 14:9

ଇଶ୍ରାୟେଲର ରାଜା ୟୋଯାଶ ଯିହୁଦାର ରାଜା ଅମତ୍ସିଯ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, 'ତୁମ୍ଭ କନ୍ଯାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।' ମାତ୍ର ଲିବାନୋନ୍ର ଏକ ବନ୍ଯ ପଶୁ ସହେି ବାଟ ଦଇେ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦ ରେ ଦଳି ଦଲୋ।

ହିତୋପଦେଶ 14:17

ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।

ହିତୋପଦେଶ 14:29

ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

ହିତୋପଦେଶ 16:32

ଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।

ହିତୋପଦେଶ 17:14

ଗୋଟିଏ ୟୁକ୍ତିର ଆରମ୍ଭ ଗୋଟିଏ ବନ୍ଧ ରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହବୋପୂର୍ବରୁ ୟୁକ୍ତ ବନ୍ଦ କର। ତବେେ ଅକ୍ତିଆର ବାହାର ହାଇୟୋଏ।

ହିତୋପଦେଶ 18:6

ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।

ହିତୋପଦେଶ 19:11

ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।

ହିତୋପଦେଶ 21:24

ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦୁକ ନାମ ରେ ବିଖ୍ଯାତ। ସେ ଆତ୍ମଗର୍ବ ଦଖାେଏ।

ହିତୋପଦେଶ 25:8

ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।

ହିତୋପଦେଶ 26:17

ଜଣେ ପଥିକ ୟିଏ ୟୁକ୍ତିତର୍କ ରେ ଜଡ଼ିତ ହୁଏ, ଯାହା ତା'ର ସମ୍ପର୍କ ରେ ନ ଥାଏ। ସେ କୁକୁରର କାନ ଧରିବା ଲୋକତୁଲ୍ଯ ଅଟୋ

ଏଫିସୀୟଙ୍କ ପ୍ରତି ପତ୍ର 1:6

ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 4:32

ପରସ୍ପର ପ୍ରତି ଦୟାଭାବ ଓ ପ୍ ରମେ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠା ରେ ପରମେଶ୍ବର ତୁମ୍ଭମାନଙ୍କୁ କ୍ଷମା କଲେ, ସହେି ଭଳି ତୁମ୍ଭମାନେେ ପରସ୍ପରକୁ କ୍ଷମା ଦିଅ।

ଯାକୁବଙ୍କ ପତ୍ 3:14

ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।

ଯାକୁବଙ୍କ ପତ୍ 4:1

ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?

Interlinear

Choose Theme