Home Bibles ହିତୋପଦେଶ 20:8 · ଓଡ଼ିଆ ବାଇବେଲ
ହିତୋପଦେଶ 20:8 · ଓଡ଼ିଆ ବାଇବେଲ

ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।

Cross references

ପ୍ରଥମ ଶାମୁୟେଲ 23:3

ଦାଉଦଙ୍କ ଲୋକମାନେ ତାଙ୍କୁ କହିଲେ, ଦେଖ, ଆମ୍ଭମାନେେ ଏ ୟିହକ୍ସ୍ଟଦା ଦେଶ ରେ କେତକେ ଭୟ କରୁଅଛକ୍ସ୍ଟ। ଯଦି ପଲେଷ୍ଟୀୟମାନଙ୍କ ସୈନ୍ଯଗଣ ବିରକ୍ସ୍ଟଦ୍ଧ ରେ କିଯୀଲାକକ୍ସ୍ଟ ୟିବା, ତବେେ ଚିନ୍ତା କର କେତେ ଅଧିକ ଭୟ ନକରିବା?

ଦିତୀୟ ଶାମୁୟେଲ 23:4

ଏହି ଲୋକ ଉଦିତ ସୂର୍ୟ୍ଯ ରେ ଦିଲ୍ଗି ତକ୍ସ୍ଟଲ୍ଯ ଉଜ୍ଜଲମାନ ହବେ। ସେ ଲୋକ ବାଦଲ ବିହୀନ ପ୍ରଭାତ ତକ୍ସ୍ଟଲ୍ଯ, ତକ୍ସ୍ଟଷ୍ଟି ହାଇୟୋଇଥିବା ଆକାଶ ତକ୍ସ୍ଟଲ୍ଯ, ଯେଉଁ ବୃଷ୍ଟି ସକ୍ସ୍ଟକ୍ଷ୍ମ ଘାସକକ୍ସ୍ଟ ବଢାଏ।

ଗୀତସଂହିତା 72:4

ରାଜା ଧନହୀନ ଲୋକମାନଙ୍କ ପ୍ରତି ନ୍ଯାଯକାରୀ ରୁହନ୍ତୁ। ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ। ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।

ଗୀତସଂହିତା 92:9

ହେ ସଦାପ୍ରଭୁ, ତୁମ୍ଭର ସମସ୍ତ ଶତ୍ରୁ ବିନଷ୍ଟ ହବେେ। ସହେି ସମସ୍ତ କୁକର୍ମ କରୁଥିବା ଲୋକ ପରାସ୍ତ ହବେେ ଏବଂ ଛିନ୍ନ ବିଚ୍ଛିନ୍ନ ହାଇଯେିବେ।

ଗୀତସଂହିତା 99:4

ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

ଗୀତସଂହିତା 101:6

ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।

ହିତୋପଦେଶ 16:12

କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

ହିତୋପଦେଶ 20:26

ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।

ହିତୋପଦେଶ 25:5

ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।

ହିତୋପଦେଶ 29:14

ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।

ଯିଶାଇୟ 32:1

ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।

Interlinear

Choose Theme