Home Bibles ☰ Books ହିତୋପଦେଶ 21:16 · ଓଡ଼ିଆ ବାଇବେଲ
ହିତୋପଦେଶ 21:16 · ଓଡ଼ିଆ ବାଇବେଲ

ଯେ ଜ୍ଞାନ ପଥ ଛାଡ଼ି ଭ୍ରମଣ କରେ, ସେ ମୃତ୍ଯୁ ଲୋକ ମଧିଅରେ ଶଷେ ହବେ।

Cross references

ଗୀତସଂହିତା 49:14

ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।

ଗୀତସଂହିତା 125:5

ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।

ହିତୋପଦେଶ 2:18

ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।

ହିତୋପଦେଶ 5:23

ସେ ତା'ର ନିର୍ବୋଧତା ଦ୍ବାରା ବିପଥଗାମୀ ହବେ। ସେ ଶୃଙ୍ଖଳାର ଅଭାବ ୟୋଗୁ ମୃତ୍ଯୁବରଣ କରିବ।

ହିତୋପଦେଶ 7:26

ସେ ଅନକଙ୍କେୁ କ୍ଷତବିକ୍ଷତ କରିଅଛି। ସେ ମଧ୍ଯ ଅନକଙ୍କେୁ ହତ୍ଯା କରିଅଛି।

ହିତୋପଦେଶ 9:18

ସହେି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ ରତାେତ୍ମା ତା'ର ଗୃହ ରେ ଅଛି ବୋଲି, ଏବଂ ତା'ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନ ରେ ଅଛନ୍ତି ବୋଲି।

ହିତୋପଦେଶ 13:20

ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।

ହିତୋପଦେଶ 19:16

ଆଜ୍ଞା ପାଳନକାରୀ ଆପଣା ପ୍ରାଣ ରକ୍ଷା କରେ। ମାତ୍ର ଆପଣା ପଥ ବିଷଯ ରେ ଯେ ଅସାବଧାନ ହୁଏ, ସେ ମରିବ।

ସିଫନିୟ 1:6

କେତକେ ଲୋକ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କଲେ। ସମାନେେ ସଦାପ୍ରଭୁଙ୍କ ପ୍ରାର୍ଥନା କରିବା ବନ୍ଦ କରି ଦେଲେ। ତେଣୁ ସେ ଲୋକମାନଙ୍କୁ ସହେି ସ୍ଥାନରୁ ତଡି ଦବୋ।

ଯୋହନଲିଖିତ ସୁସମାଚାର 3:19

ଲୋକମାନଙ୍କର ବିଚାର ଏହି ବିଷୟ ଦ୍ବାରା ହୁଏ: ସହେି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସହେି ଆଲୋକ ଚାହିଁଲେ ନାହିଁ, ସମାନେେ ଅନ୍ଧକାର ଚାହିଁଲେ, କାରଣ ସମାନେେ ମନ୍ଦକାର୍ୟ୍ଯ ରେ ରତଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 2:1

ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।

ଏବ୍ରୀ 6:4

ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।

Interlinear

Choose Theme