Home Bibles ☰ Books ହିତୋପଦେଶ 21:17 · ଓଡ଼ିଆ ବାଇବେଲ
ହିତୋପଦେଶ 21:17 · ଓଡ଼ିଆ ବାଇବେଲ

ଯେଉଁ ଲୋକ ଆମାଦେ ଭଲପାଏ, ସେ ଦରିଦ୍ର ହବେ। ପୁଣି ଯେ ଦ୍ରାକ୍ଷାରସ ଓ ତୈଳ ଭଲପାଏ, ସେ ଧନବାନ ହବେ ନାହିଁ।

Cross references

ହିତୋପଦେଶ 5:10

ଅପରିଚିତ ଲୋକମାନେ ତୁମ୍ଭ ବଳ ରେ ବଳୀଯାନ ହବେେ। ତୁମ୍ଭ ଶ୍ରମର ଫଳ ଅନ୍ୟମାନେ ଭୋଗ କରିବେ।

ହିତୋପଦେଶ 21:20

ଜ୍ଞାନବାନର ଗୃହ ରେ ବହୁମୂଲ୍ଯ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶଷେ କରେ।

ହିତୋପଦେଶ 23:20

ସହେି ଜଣଙ୍କ ପରି ହୁଅ ନାହିଁ, ୟିଏ ଦ୍ରାକ୍ଷାରସ ପାନ କରେ ଆସକ୍ତ ଓ ପଟେୁ ମାଂସ ଭକ୍ଷକ ଅଟେ।

ହିତୋପଦେଶ 23:21

ମାତାଲମାନେ ଓ ପଟେୁ ଦରିଦ୍ର ପିଡ଼ୀତ ହବେ। ପୁଣି ସମାନଙ୍କେୁ ଚିରା ବସ୍ତ୍ର ରେ ଘାଡ଼ୋଇ ଦିଏ।

ଲୂକଲିଖିତ ସୁସମାଚାର 15:13

ଅଳ୍ପ ଦିନ ପରେ ସାନପୁଅ ତା' ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଚାଲିଗଲା। ସଠାେରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡଇେ ଦଲୋ।

ଲୂକଲିଖିତ ସୁସମାଚାର 16:24

ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:6

କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ଯ କବଳେ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ଯ ପ୍ରକୃତ ରେ ମୃତ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:4

ଶଷେ ଦିନ ରେ ଲୋକେ ନିଜ ସାଙ୍ଗମାନଙ୍କ ବି ରୋଧ ରେ ଯିବେ। ବିଚାର ନ କରି ମୂର୍ଖତାପୂର୍ଣ୍ଣ କାର୍ୟ୍ଯମାନ କରିବେ। ଆତ୍ମବଡ଼ିମା କରିବେ ଓ ଗର୍ବୀ ହବେେ। ଲୋକେ ପରମେଶ୍ବରଙ୍କୁ ଯେତେ ଭଲ ପାଆନ୍ତି, ତା'ଠାରୁ ଅଧିକ ଆମାଦେ ପ୍ରମାଦେକୁ ଭଲ ପାଇବେ।

Interlinear

Choose Theme