Home Bibles ହିତୋପଦେଶ 21:19 · ଓଡ଼ିଆ ବାଇବେଲ
ହିତୋପଦେଶ 21:19 · ଓଡ଼ିଆ ବାଇବେଲ

କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗ ରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବାସ କରିବା ଭଲ।

Cross references

ଗୀତସଂହିତା 55:6

ଆଃ ୟବେେ କପୋତ ପରି ମାରେ ପକ୍ଷ ଥାଆନ୍ତା ତବେେ ମୁଁ ଉଡ଼ିୟାଆନ୍ତି ଓ ବିଶ୍ରାମ ପାଇଁ ସ୍ଥାନ ବାଛନ୍ତି।

ଗୀତସଂହିତା 120:5

ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।

ହିତୋପଦେଶ 21:9

କଳିହୁଡ଼ି ସ୍ତ୍ରୀ ସଙ୍ଗ ରେ ପ୍ରଶସ୍ତ ଗୃହ ରେ ବାସ କରିବା ଅପେକ୍ଷା ଛାତର ଏକ କଣ ରେ ବାସ କରିବା ଭଲ।

ହିତୋପଦେଶ 27:15

ଭାରୀ ବୃଷ୍ଟି ଦିନ ରେ ଅବିରତ ବିନ୍ଦୁପାତ ଓ କଳିହୁଡ଼ୀ ସ୍ତ୍ରୀ ଏହି ଦୁଇଜଣ ଏକ ପ୍ରକାର ଅଟନ୍ତି।

ହିତୋପଦେଶ 30:23

କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।

ଯିରିମିୟ 9:2

ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

Interlinear

Choose Theme