ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
Cross references
କହେି ଲୋକ ଯିରୀହାରେ ରାଜାଙ୍କକ୍ସ୍ଟ ଏକଥା ଜଣାଇଲା, ଶଷେ ରାତ୍ରି ରେ ଇଶ୍ରାୟେଲର କେତକେ ଲୋକ ଆମ୍ଭ ଦେଶର ଦୁର୍ବଳତା ଖାଜେିବ ପାଇଁ ଏହି ସ୍ଥାନକକ୍ସ୍ଟ ଆସିଲେ।
କିନ୍ତୁ ଊରିଯ ଗୃହକକ୍ସ୍ଟ ଗଲେ ନାହିଁ। ସେ ରାଜାଙ୍କର ଦାସମାନଙ୍କ ସହିତ ରାଜ ଗୃହ ଦ୍ବାର ରେ ଶଯନ କଲା।
ଅହିଯ ତା'ର ପାଦଶଦ୍ଦ ଦ୍ବାରଦେଶ ରେ ଶୁଣି କହିଲେ, ହେ ୟାରବିଯାମର ପତ୍ନୀ, ଭିତରକୁ ଆସ। ତୁମ୍ଭେ ଅନ୍ୟ ରୂପରେ ନିଜକୁ କିହିଁକି ଦଖାେଉଛ? ମୁଁ ଏକ ଦୁଃସମ୍ବାଦ ଦବୋପାଇଁ ତୁମ୍ଭ ନିକଟକୁ ପ୍ ରରେିତ ହାଇେଅଛି।
ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ଯରୁ ଜଣେ କହିଲା, ନା, ସଦାପ୍ରଭୁ, ଆମ୍ଭମାନଙ୍କ ମଧ୍ଯରୁ କହେି ଗୁପ୍ତଚର କାମ କରୁନାହାଁନ୍ତି। ଭବିଷ୍ଯଦ୍ବକ୍ତା ଇଲୀଶାୟ ବହୁତ ଗୋପନାଯ କଥା ଇଶ୍ରାୟେଲ ରାଜାଙ୍କୁ ଜଣାନ୍ତି, ଏପରିକି ଶଯନ ଗୃହ ରେ ଯେଉଁ କଥା କୁହନ୍ତି, ତାହା ମଧ୍ଯ ସେ ରାଜାଙ୍କୁ ଜଣାଏ।
ତୁମ୍ଭେ ତା' ନାକରେ ରସି ପୁରାଇ ପାରିବ କି ? ତା'ର ଦାନ୍ତ ମାଢ଼ି ରେ ଅଙ୍କୁଶ ପୁରାଇ ପାରିବ କି ?
ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।
ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ,
ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ୟୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭମାନେେ ପରାସ୍ତ ହବେ। ହେ ଦୂର ଦେଶୀଯ ଲୋକମାନେ, ତୁମ୍ଭମାନେେ ଧ୍ଯାନପୂର୍ବକ ଶୁଣ। ତୁମ୍ଭମାନେେ ୟୁଦ୍ଧପାଇଁ ପ୍ରସ୍ତୁତ ହେଲବେି ତୁମ୍ଭମାନେେ ପରାଜିତ ହବେ।
ଯେତବେେଳେ ସଦାପ୍ରଭୁ କୌଣସି ମନ୍ତ୍ରଣା କରନ୍ତି ସେଥିରୁ ତାଙ୍କୁ କହେି ନିବୃତ୍ତ କରିପାରିବେ ନାହିଁ। ଆଉ ମଧ୍ଯ ଯେତବେେଳେ ସେ ଲୋକମାନଙ୍କୁ ଦଣ୍ଡ ଦବୋକୁ ତାଙ୍କର ହସ୍ତ ଉତ୍ତୋଳନ କରିବେ, ସେଥି ରେ ତାଙ୍କୁ କହେି ଅଟକାଇବେ ନାହିଁ।
ମୁଁ କହୁଛି ୟୁଦ୍ଧ ପାଇଁ ତୁମ୍ଭମାନଙ୍କର ଏହି ଯେଉଁ ବଳ ଓ ମନ୍ତ୍ରଣା ବୃଥା କଥା, ତୁମ୍ଭମାନେେ କାହା ଉପ ରେ ବିଶ୍ବାସ କରି ମାେ ବିପକ୍ଷ ରେ ବିଦ୍ରୋହ କରିଛ ?
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।