ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।
Cross references
ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।
ତାଙ୍କ ଘରର ଆଲୋକ ଅନ୍ଧକାର ରେ ପରିଣତ ହବେ। ତାଙ୍କର ତାଙ୍କ ନିକଟରେ ଥିବା ବତୀ ଲିଭିୟିବ।
ଦୁଷ୍ଟମାନେ ଅହଂକାର ବଶତଃ ପରମେଶ୍ବରଙ୍କୁ ଅନୁସରଣ କରନ୍ତି ନାହିଁ। ସମାନେେ ସମାନଙ୍କେର ମନ୍ଦ ଯୋଜନାରେ ବ୍ଯସ୍ତ ରହନ୍ତି। ସମାନେେ ଭାବନ୍ତି ୟେ ପରମେଶ୍ବର ଜାଣନ୍ତି ନାହିଁ।
ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।
ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।
ସଦାପ୍ରଭୁ ଏହି ଛଅ ଗୋଟି ବିଷଯକୁ ଘୃଣା କରନ୍ତି। ସପ୍ତବସ୍ତୁ ମଧ୍ଯ ତାଙ୍କର ଘୃଣା ଯୋଗ୍ଯ।
ଅହଙ୍କାର ଦୃଷ୍ଟି, ମିଥ୍ଯାବାଦୀ ଜିହ୍ବା, ନିର୍ଦ୍ ଦୋଷର ରକ୍ତପାତକାରୀ ହସ୍ତ।
ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।
ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।
କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।
ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।
ସେତବେେଳେ ଲୋକମାନେ ଗର୍ବିତ ହବୋରୁ ନିବୃତ୍ତ ହବେେ। ସହେି ଗର୍ବିତ ମାନବ ନମ୍ର ହବେେ ଏବଂ କବଳେ ସହେିଦିନ ରେ ସଦାପ୍ରଭୁ ଉଚ୍ଚ ରେ ରହିବେ।
ସଦାପ୍ରଭୁ ପୁଣି କୁହନ୍ତି, ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସମାନେେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠା ବୋଲି ଦଖାଇେ ହାଇେ ମଥା ଉନ୍ନତ୍ତ କରି ବୁଲନ୍ତି। ସମାନେେ କଟାକ୍ଷପାତ କରି ଚଞ୍ଚଳ ଗତି ରେ ଚାଲିଲା ବେଳେ ସମାନଙ୍କେର ପାଦର ନୂପୁର ରୁଣୁଝୁଣୁ ହୁଏ।'
ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।