ଚିନ୍ତାଧାରା ଯୋଜନା ଏବଂ କଠିନ କର୍ମ ପ୍ରଚୁରତା ଜନ୍ମାଏ। କିନ୍ତୁ ଦୃଢ଼ ଭାବରେ ଅଳ୍ପକୁ ଅତିଶୀଘ୍ର ଧ ରେ। କବଳେ ଦାରିଦ୍ର୍ଯ ଆଡ଼କୁ ପଥ ଦଖାେଏ।
Cross references
ଅଳସୁଆ ଦରିଦ୍ର ହବେ। ପରିଶ୍ରମୀ ଲୋକ ଧନୀ ହବେ।
ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।
ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।
ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।
ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।
କୃପଣ ମନୁଷ୍ଯ ଧନୀ ହବୋକୁ ବ୍ଯଗ୍ର। ମାତ୍ର ତାହାକୁ ଦାରିଦ୍ର୍ଯ ଗ୍ରାସ କରିବ ବୋଲି ସେ ଜାଣେ ନାହିଁ।
ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।
ଚୋର ଚୋରୀ କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମ ରେ ଲଗାଉ। ତା ହେଲେ ସେ ଗରୀବ ଲୋକମାନଙ୍କୁ କିଛି ସାହାୟ୍ଯ କରିପାରିବ।
ଶାନ୍ତିପୂର୍ଣ୍ଣ ଜୀବନଯାପନ ପାଇଁ ଯାହା ସମ୍ଭବ, ତାହା କର। ନିଜ କାର୍ୟ୍ଯର ଯତ୍ନ ନିଅ। ନିଜ ହାତ ରେ କାମ କର। ଆମ୍ଭେ ଏହି କଥାଗୁଡ଼ିକ କରିବା ପାଇଁ ତୁମ୍ଭମାନଙ୍କୁ ଆଗରୁ କହିଛୁ।