ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରେଖ। ମାତ୍ର ବିଶ୍ବାସଘାତକର ସେ ବିନାଶ କରନ୍ତି।
Cross references
ମାତ୍ର ପରମେଶ୍ବରଙ୍କ ଲୋକ ଇଲୀଶାୟ ଇଶ୍ରାୟେଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, ସାବଧାନ, ତୁମ୍ଭେ ସହେି ସ୍ଥାନ ଦଇେ ୟିବ ନାହିଁ। କାରଣ ଅରାମୀଯମାନେ ସେ ସ୍ଥାନ ରେ ଗୋପନ ରେ ଅଛନ୍ତି।
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
ମାତ୍ର ଆମ୍ଭମାନେେ ସମାନଙ୍କେ ସକାଶୁ ଆପଣାମାନଙ୍କ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ରି ସମାନଙ୍କେ ବିରୁଦ୍ଧ ରେ ପ୍ରହରୀ ରଖିଲୁ।
ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।
କିନ୍ତୁ ଯଦି ଏହା ପରମେଶ୍ବରଙ୍କଠାରୁ ହାଇେଥାଏ, ତବେେ ତୁମ୍ଭମାନେେ ସମାନଙ୍କେ କାମ ବନ୍ଦ କରିପାରିବନାହିଁ। ତୁମ୍ଭମାନେେ ନିଜକୁ ପରମେଶ୍ବରଙ୍କ ବିରୁଦ୍ଧ ରେ ଲଢ଼ିବାର ଦେଖିବ।
ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।
େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।
ମାତ୍ର ଅଲ୍ଲୀମା ଏହା ବର୍ୟୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ଯପାଳଙ୍କୁ ଯୀଶୁଙ୍କ ବିଶ୍ବାସ ପଥରୁ ଦୂ ରଇେ ଦବୋପାଇଁ ଚେ଼ଷ୍ଟାକଲା।
ତା'ପରେ ଯାଇ ମନ୍ଦ ବ୍ଯକ୍ତି ପ୍ରକାଶିତ ହବେ। ପ୍ରଭୁଯୀଶୁ ସହେି ମନ୍ଦ ବ୍ଯକ୍ତିକୁ, ତାହାଙ୍କର ମୁହଁରୁ ନିର୍ଗତ ହେଉଥିବା ନିଶ୍ବାସ ଦ୍ବାରା ନଷ୍ଟ କରି ଦବେେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ବାରା ତାହାକୁ ବିନଷ୍ଟ କରି ଦବେେ। ମନ୍ଦ ବ୍ଯକ୍ତି ଶୟତାନର ଶକ୍ତି ନଇେ ଆସିବ।
ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।