ଏହି ସତ୍ଯତା ରୂପକ ବାକ୍ଯ ତୁମ୍ଭକୁ ସତ୍ଯତା ଗୁରୁତ୍ବପୂର୍ଣ୍ଣ କଥା ଶିକ୍ଷା ଦବେ। ଏହାପ ରେ ତୁମ୍ଭମାନେେ ଉତ୍ତମ ଶିକ୍ଷା ଦଇପୋରିବ।
Cross references
ଏହି ହିତାପଦେେଶଗୁଡ଼ିକ ହେଉଛି, ଦାଉଦଙ୍କର ପୁତ୍ର ଶଲୋମନଙ୍କର। ଶଲୋମନ ଇଶ୍ରାୟେଲର ରାଜା ଥିଲେ।
ଏହି ଉପଦେଶ ଲୋକମାନଙ୍କର ନିର୍ଦ୍ଦେଶ ଠିକ୍ ବାଟରେ କରିବ। ଏହାଦ୍ବାରା ଲୋକମାନେ ସଚ୍ଚୋଟତା, ସାଧୁତା ଓ ନ୍ଯାଯ ଶିକ୍ଷା କରିବେ।
ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।
କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।
କିନ୍ତୁ ତୁମ୍ଭେ ପବିତ୍ର ଭାବରେ ପ୍ରଭୁ ଖ୍ରୀଷ୍ଟଙ୍କୁ ନିଜ ହୃଦୟ ରେ ଧରି ରଖ। ତୁମ୍ଭର ଭରସାର କାରଣ ବିଷୟ ରେ କହେି ତୁମ୍ଭକୁ ପ୍ରଶ୍ନ କଲେ ତାହାକୁ ବୁଝାଇବା ପାଇଁ ସର୍ବଦା ପ୍ରସ୍ତୁତ ରହିଥାଅ।
ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।