Home Bibles ହିତୋପଦେଶ 22:26 · ଓଡ଼ିଆ ବାଇବେଲ
ହିତୋପଦେଶ 22:26 · ଓଡ଼ିଆ ବାଇବେଲ

ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।

Cross references

ହିତୋପଦେଶ 6:1

ହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ ?

ହିତୋପଦେଶ 11:15

ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ଯ କ୍ଲେଶ ପାଏ। ମାତ୍ର ଲଗା ହବୋକୁ ଯେ ଘୃଣା କରେ ସେ ନିରାପଦ ରେ ଥାଏ।

ହିତୋପଦେଶ 17:18

ନିର୍ ବୋଧ ଲୋକ ହାତ ଦଇେ ଆପଣା ପ୍ରତିବେଶୀ ସାକ୍ଷାତ ରେ ଲଗା ହୁଏ।

ହିତୋପଦେଶ 27:13

ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।

Interlinear

Choose Theme