ହିତୋପଦେଶ 23:1 · ଓଡ଼ିଆ ବାଇବେଲ
ଯେତବେେଳେ ତୁମ୍ଭେ ଶାସନକର୍ତ୍ତା ସହିତ ଭୋଜନ ରେ ବସ ସେତବେେଳେ ତୁମ୍ଭ ସମ୍ମୁଖ ରେ କିଏ ଅଛି, ତାହା ଯତ୍ନପୂର୍ବକ ବିବଚେନା କର।
Cross references
ଆଦି ପୁସ୍ତକ 43:32
ଯୋଷଫେର ଦାସମାନେ ଯୋଷଫଙ୍କେ ପାଇଁ ଏକ ଟବେୁଲ, ଏକ ଟବେୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟବେୁଲ ମିଶ୍ରୀଯମାନଙ୍କ ପାଇଁ ଯେଉଁମାନେ ସମାନଙ୍କେ ସହିତ ବସି ଖାଇଲେ। କାରଣ ଏବ୍ରୀଯମାନଙ୍କ ସହିତ ଭୋଜନ କରିବା ମିଶ୍ରୀଯମାନଙ୍କର ପ୍ରଥା ନଥିଲା। ମିଶ୍ରୀଯମାନେ ଏବ୍ରୀଯମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବଚେିତ ହୁଏ।
ଯିହୂଦାଙ୍କ ପତ୍ର 1:12
ଏମାନେ ତୁମ୍ଭମାନଙ୍କର ପ୍ ରମେି ଭୋଜିର କଳଙ୍କ ପରି। ସମାନେେ ନିର୍ଭୟ ରେ ତୁମ୍ଭ ସହିତ ଭୋଜନ କରନ୍ତି। ସମାନେେ କବଳେ ନିଜର ଯତ୍ନ ନିଅନ୍ତି। ସମାନେେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ବାରା ସମାନେେ ଚାରିଆଡ଼େ ଉଡ଼ନ୍ତି। ସମାନେେ ହମେନ୍ତ କାଳ ରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସମାନଙ୍କେର ଦୁଇ ଥର ମୃତ୍ଯୁ ହୁଏ।