Home Bibles ହିତୋପଦେଶ 23:12 · ଓଡ଼ିଆ ବାଇବେଲ
ହିତୋପଦେଶ 23:12 · ଓଡ଼ିଆ ବାଇବେଲ

ଉପଦେଶ ରେ ତୁମ୍ଭର ହୃଦଯ ଓ କର୍ଣ୍ଣ ଦ୍ବାରା ଜ୍ଞାନର ବାକ୍ଯକୁ ଗ୍ରହଣ କର।

Cross references

ହିତୋପଦେଶ 2:2

ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।

ହିତୋପଦେଶ 5:1

ହେ ମାରେ ପୁତ୍ର, ମାେ' ଜ୍ଞାନ ରେ ମନ ଦିଅ। ମାରେ ବୁଦ୍ଧି ପାଇଁ କାନ ଡ଼ରେ।

ହିତୋପଦେଶ 22:17

ଆପଣା କର୍ଣ୍ଣ ଡ଼ରେି ଜ୍ଞାନବାନମାନଙ୍କ କଥା ଶୁଣ, ମୁଁ ଯାହା ଶିକ୍ଷା ଦିଏ ଆପଣା ମନ ଲଗାଅ।

ହିତୋପଦେଶ 23:19

ହେ ମାରେ ପୁତ୍ର, ଶୁଣ, ଜ୍ଞାନୀ ହୁଅ। ପୁଣି ତୁମ୍ଭ ମନକୁ ସତ୍ଯପଥରେ କଢ଼ାଇ ନିଅ।

ଯିହିଜିକଲ 33:31

ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।

ମାଥିଉଲିଖିତ ସୁସମାଚାର 13:52

ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।

ଯାକୁବଙ୍କ ପତ୍ 1:21

ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।

Interlinear

Choose Theme