Cross references
ହିତୋପଦେଶ 8:6
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
ଏଫିସୀୟଙ୍କ ପ୍ରତି ପତ୍ର 4:29
ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।
ଏଫିସୀୟଙ୍କ ପ୍ରତି ପତ୍ର 5:4
ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍।
କଲସୀୟଙ୍କ ପ୍ରତି ପତ୍ର 4:4
ମୁଁ ଯେପରି ଏହି ସତ୍ଯ ଲୋକମାନଙ୍କ ଆଗ ରେ ସ୍ପଷ୍ଟ କରିପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।
ଯାକୁବଙ୍କ ପତ୍ 3:2
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।