Home Bibles ହିତୋପଦେଶ 23:2 · ଓଡ଼ିଆ ବାଇବେଲ
ହିତୋପଦେଶ 23:2 · ଓଡ଼ିଆ ବାଇବେଲ

ଯବେେ ତୁମ୍ଭେ ଭୋକିଲା ହୁଅ। ତୁମ୍ଭେ ଆପଣା ଗଳା ରେ ଛୁରି ଆପେ ରଖ।

Cross references

ଆଦି ପୁସ୍ତକ 27:14

ତେଣୁ ଯାକୁବ ୟାଇ ଦୁଇଟି ଛଳେି ଆଣି ତା'ର ମା'କୁ ଦଲୋ। ଏହାପରେ ତାଙ୍କର ମା' ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।

ମାଥିଉଲିଖିତ ସୁସମାଚାର 18:8

ଯଦି ତୁମ୍ଭର ହାତ କିମ୍ବା ପାଦ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଟି ଫିଙ୍ଗି ଦିଅ। ଦୁଇହାତ ଓ ଦୁଇଗୋଡ଼ ଥାଇ ଚ଼ିରକାଳ ଜଳୁଥିବା ନର୍କର ନିଆଁ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ହାତ କିମ୍ବା ଗୋଡ଼ ନଥାଇ ଅନନ୍ତଜୀବନ ମଧିଅରେ ପ୍ରବେଶ କରିବା ତୁମ୍ଭ ପାଇଁ ଭଲ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:27

ମୁଁ ମାରେ ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମାରେ କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଚାର ପ୍ରଚାର କରିବା ପରେ ନିଜେ ଯେପରି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦଲୋ ପରେ ଯେପରି ମୁଁ ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ନ ହୁଏ, ସେଥିପାଇଁ ମୁଁ ମାେ ଶରୀରକୁ ବଶ ରେ ରଖୁଅଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:19

ସମାନେେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସମାନେେ ପରମେଶ୍ବରଙ୍କୁ ସବୋ କରିବା ପରିବର୍ତେ ନିଜକୁ ଖୁସି କରିବା ପାଇଁ ବଞ୍ଚିଛନ୍ତି। ସମାନେେ ଲଜ୍ଜାଜନକ କାର୍ୟ୍ଯ କରନ୍ତି ଓ ସଗେୁଡ଼ିକ ପାଇଁ ଗର୍ବ କରନ୍ତି ଓ ସମାନେେ କବଳେ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।

Interlinear

Choose Theme