ତୁମ୍ଭେ ଧନକୁ ଦେଖିବା ପୂର୍ବରୁ ସେ ପଳାଏ। କାରଣ ଧନ ଉଡ଼ୁଥିବା ଉତ୍କ୍ରୋଶ ପକ୍ଷୀ ପରି ଡ଼ଣୋ ପାଏ ଏବଂ ଉଡ଼ିୟାଏ।
Cross references
ଯାକୁବ ସମାନଙ୍କେୁ କହିଲେ, ତୁମ୍ଭେ କ'ଣ ଭାବୁଛ ମୁଁ ମାରେସମସ୍ତ ପିଲାମାନଙ୍କୁ ହରାଇବି? ଯୋଷଫେ ଗଲା,ଶିମିଯୋନ ଗଲା ଏବଂ ତୁମ୍ଭେ ବର୍ତ୍ତମାନ ବିନ୍ଯାମୀନକୁ ନବୋ ପାଇଁ ଚାହୁଁଛ।
ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦଲୋ, ବଳଦମାନେ ଜମି ରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସମାନଙ୍କେ ନିକଟରେ ଚରୁଥିଲେ।
ଦୁଷ୍ଟ ବ୍ଯକ୍ତି ଶାଇେବାକୁ ଗଲା ବେଳେ ତା' ପାଖ ରେ ଅମାପ ଧନ ଥିବ କିନ୍ତୁ ସକାଳୁ ସେ ଆଖି ଖାଲିବୋ ମାତ୍ ରେ ତା'ର ଧନ ଆଉ ନ ଥିବ।
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।
ସମ୍ପତ୍ତି ସର୍ବଦା ସ୍ଥାଯୀ ନୁହେଁ। ମୁକୁଟ ମଧ୍ଯ ପୁରୁଷାନୁକ୍ରମେ ରହେ ନାହିଁ।
ସମସ୍ତ ମୂଲ୍ଯହୀନ ଅଟେ, ଉପଦେଶକ କହନ୍ତି, ପୁରାପୁରି ମୂଲ୍ଯହୀନ, ସମସ୍ତ ମୂଲ୍ଯହୀନ ଅଟେ।
ମୁଁ ଏହା ଦେଖିଛି ଯେ ଏହା ଏକ ଅତ୍ଯନ୍ତ ଦୁଃଖର ବିଷଯ ଯାହା ଜୀବନ ରେ ଘଟିଛି। ମନୁଷ୍ଯମାନେ ସମାନଙ୍କେର ପାଇଁ ଅର୍ଥ ଜମା ରଖନ୍ତି।
ଉପଦେଶକ କହଇ, ଅସାରର ଅସାର ସବୁ ହିଁ ଅସାର।
ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
ତୁମ୍ଭେ ଯିରିମିୟଙ୍କୁ ଦକେ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ଭାଇ ଓ ଭଉଣୀମାନେ ! ମାରେ କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହାପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସମାନେେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସମାନଙ୍କେ ପତ୍ନୀ ନାହିଁ।
ଏହି ଆଦେଶ ସହେିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀ ରେ ଧନୀ ଅଟନ୍ତି। ସମାନଙ୍କେୁ ଗର୍ବ ନ କରିବା ପାଇଁ କୁହ। ସମାନଙ୍କେୁ କୁହ ଯେ ସମାନେେ ନିଜ ଧନର ନୁହେଁ, ମାତ୍ର ପରମେଶ୍ବରଙ୍କର ଆଶ୍ରୟ ନବୋ ଉଚିତ। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ବର ପ୍ରେତ୍ୟକକ ବସ୍ତୁ ୟଥେଷ୍ଟ ପରିମାଣ ରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରେତ୍ୟକକ ଜିନିଷ ଦିଅନ୍ତି।
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।
ସଂସାରର ଏହି ବିଷୟଗୁଡ଼ିକ ମନ୍ଦ ଅଟେ। ଯଥା :