ହିତୋପଦେଶ 23:8 · ଓଡ଼ିଆ ବାଇବେଲ
ତୁମ୍ଭେ ଯେଉଁ ଗୁଣ୍ଡାଏ ଖାଦ୍ୟ ଖାଇଅଛ ତାହା ଉଦ୍ଗାର କରିବ ଏବଂ ତୁମ୍ଭର ତା ପ୍ରତି ପ୍ରଶଂସା ବକୋର ହାଇଯେିବ।
Cross references
ଆୟୁବ ପୁସ୍ତକ 20:15
ଦୁଷ୍ଟ ଲୋକ ଯେଉଁ ଧନ ଗିଳିଥାଏ, ତାହା ଉଦ୍ଗାର କରିବ। ପରମେଶ୍ବର ତାହା ତାକୁ ବାନ୍ତି କରାଇ ଦବେେ।
ହିତୋପଦେଶ 25:16
ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।
ଯିରିମିୟ 12:6
ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସହେି ଲୋକ ତୁମ୍ଭପ୍ରତି ବିଶ୍ବାସଘାତକତା କରିଅଛନ୍ତି। ସମାନେେ ତୁମ୍ଭ ପଶ୍ଚାତଧାବନ କରି ଉଚ୍ଚସ୍ବର ରେ ଡ଼ାକ ପକାଇଛନ୍ତି। ସମାନେେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସମାନଙ୍କେୁ ବିଶ୍ବାସ କର ନାହିଁ।