Home Bibles ହିତୋପଦେଶ 24:20 · ଓଡ଼ିଆ ବାଇବେଲ
ହିତୋପଦେଶ 24:20 · ଓଡ଼ିଆ ବାଇବେଲ

ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ଯତ୍ ନାହିଁ। ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାୟିବ।

Cross references

ଆୟୁବ ପୁସ୍ତକ 18:5

ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।

ଆୟୁବ ପୁସ୍ତକ 21:17

ପରମେଶ୍ବର କେତେ ଦୁଷ୍ଟଲୋକଙ୍କ ଜୀବନଦୀପ ଲିଭାଇ ଦିଅନ୍ତି। ଦୁଷ୍ଟ ଲୋକେ କେତେଥର ବିପଦ ରେ ପଡ଼ନ୍ତି। କେତେ ଥର ସମାନେେ ପରମେଶ୍ବରଙ୍କ କୋର୍ଧର ଶିକାର ହାଇେ ଦଣ୍ଡ ପାଆନ୍ତି।

ଗୀତସଂହିତା 9:17

ଯେଉଁମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ମନ୍ଦ ଲୋକ ଅଟନ୍ତି। ସମାନେେ ମୃତ୍ଯୁ ସ୍ଥାନକୁ ଯିବେ।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 37:2

ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ଯ ୟାହା ଖୁବ୍ ଶୀଘ୍ର ଧୂସର ହାଇେ ମରିୟାଏ।

ହିତୋପଦେଶ 13:9

ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ।

ହିତୋପଦେଶ 20:20

ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।

ହିତୋପଦେଶ 23:18

ଯେ ହତେୁ ତୁମ୍ଭର ସର୍ବଦା ଭବିଷ୍ଯତ ଅଛି, ତୁମ୍ଭର ଭରସା ଉଚ୍ଛନ୍ନ ହବେ ନାହିଁ।

ଯିଶାଇୟ 3:11

ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।

ମାଥିଉଲିଖିତ ସୁସମାଚାର 8:12

କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

ମାଥିଉଲିଖିତ ସୁସମାଚାର 25:8

ବୋକୀ ଝିଅମାନେ ଚ଼ତୁର ଝିଅମାନଙ୍କୁ କହିଲେ, 'ତୁମ୍ଭ ତଲରେୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତଲେ ପ୍ରାୟ ସରି ଯାଇଛି।'

ଯିହୂଦାଙ୍କ ପତ୍ର 1:13

ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

Interlinear

Choose Theme