ବାହା ରେ ତୁମ୍ଭ କାର୍ୟ୍ଯର ଆଯୋଜନ କର। ଆପଣା ନିମନ୍ତେ ସହେି କ୍ଷେତ୍ର ପ୍ରସ୍ତୁତ କର। ଏହାପ ରେ ଆପଣା ଗୃହ ନିର୍ମାଣ କର।
Cross references
ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ନିମନ୍ତେ ରାଜା ଶଲୋମନ ଏକ ବଡ ପଥର କାଟିବା ପାଇଁ ସମାନଙ୍କେୁ ଆଦେଶ ଦେଲେ।
ସହେି ଗୃହର କାନ୍ଥ ନିର୍ମାଣ ରେ ବୃହତ୍ ପ୍ରସ୍ତରମାନ ବ୍ଯବହୃତ ହାଇେଥିଲା। ବ୍ଯବହୃତ ପ୍ରସ୍ତରଗୁଡିକ ଖଣି ରେ କଟାୟାଇ ଥିବାରୁ ମନ୍ଦିର ନିର୍ମାଣ ସମୟରେ ହାତୁଡି କିମ୍ବା କଟାଳି ଆଦି ଶଦ୍ଦ ଶୁଣା ଯାଉ ନ ଥିଲା।
ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।
ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।
ତୁମ୍ଭମାନେେ ଯଦି ଗୋଟିଏ କୋଠଘର ତିଆରି କରିବାକୁ ଚାହୁଁଛ, ତବେେ ତୁମ୍ଭମାନେେ ପ୍ରଥ ସେ ବସି ସ୍ଥିର କରିବ ଯେ, ଏଥି ପାଇଁ କେତେ ଖର୍ଚ୍ଚ ହବେ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ ଯେ, କାମଟି ସଂମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖ ରେ ୟଥେଷ୍ଟ ଅର୍ଥ ଅଛି କି ନାହିଁ।