Home Bibles ହିତୋପଦେଶ 25:2 · ଓଡ଼ିଆ ବାଇବେଲ
ହିତୋପଦେଶ 25:2 · ଓଡ଼ିଆ ବାଇବେଲ

ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।

Cross references

ଦିତୀୟ ବିବରଣ 29:28

ପକ୍ସ୍ଟଣି ସଦାପ୍ରଭୁ କୋର୍ଧ ରେ ଓ ପ୍ରଚଣ୍ତତା ରେ ଓ ମହା କୋପରେ ସମାନଙ୍କେ ଦେଶରକ୍ସ୍ଟ ସମାନଙ୍କେୁ ଉତ୍ପାଟନ କଲେ ଓ ସମାନଙ୍କେୁ ଅନ୍ୟ ଦେଶ ରେ ନିକ୍ଷପେ କଲେ, ଯେଉଁଠା ରେ ସମାନେେ ଆଜି ଅଛନ୍ତି।'

ଦିତୀୟ ବିବରଣ 29:29

ଗକ୍ସ୍ଟଲ୍ଗ ବିଷଯ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଅଧିକାର ମାତ୍ର ଆମ୍ଭମାନେେ ଯମେନ୍ତ ଏହି ବ୍ଯବସ୍ଥାର ସବୁ ବାକ୍ଯ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷଯ ସବୁ ବଂଶାନକ୍ସ୍ଟକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।

ଦିତୀୟ ଶାମୁୟେଲ 1:5

ଦାଉଦ ସହେି ୟକ୍ସ୍ଟବ ସୈନିକକକ୍ସ୍ଟ ପଚାରିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନ ମୃତକ୍ସ୍ଟ୍ଯବରଣ କଲେ ବୋଲି ତୁମ୍ଭେ କିପରି ଜାଣିଲ?

ଦିତୀୟ ଶାମୁୟେଲ 14:19

ରାଜା କହିଲେ, ଯୋୟାବ କ'ଣ ତୁମ୍ଭକୁ ଏପରି କହିବାକକ୍ସ୍ଟ କହିଥିଲେ?

ପ୍ରଥମ ରାଜାବଳୀ 3:9

ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?

ପ୍ରଥମ ରାଜାବଳୀ 3:16

ଦିନେ ଦୁଇଜଣ ଗଣିକା ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖ ରେ ଠିଆ ହେଲେ।

ପ୍ରଥମ ରାଜାବଳୀ 3:28

ଇଶ୍ରାୟେଲର ସମଗ୍ର ଲୋକେ ରାଜାଙ୍କର ନ୍ଯାଯ ବିଗ୍ଭର ଶୁଣିଲେ ଓ ତାଙ୍କୁ ଭକ୍ତି ଓ ସମ୍ମାନ କଲେ। କାରଣ ସମାନେେ ଜାଣିଲେ ରାଜାଙ୍କର ବିଗ୍ଭର କରିବା ନିମନ୍ତେ ତାଙ୍କ ହୃଦଯ ରେ ପରମେଶ୍ବରଙ୍କ ଦତ୍ତ ଜ୍ଞାନ ରହିଛି।

ପ୍ରଥମ ରାଜାବଳୀ 4:29

ପରମେଶ୍ବର ଶ ଲୋମନଙ୍କୁ ଅତିଶଯ ଜ୍ଞାନୀ ଓ ବୁଦ୍ଧିମାନ କଲେ। ତାଙ୍କର ଜ୍ଞାନ ଅନ୍ତଦୃଷ୍ଟି ଓ ମହତ ବୁଝାମଣା ସମୁଦ୍ରବାଲୁକା ସଦୃଶ ଅକଳନ ହେଲା।

ଏଜ୍ରା 4:15

ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତବେେ ସହେି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସମାନେେ ପୂର୍ବକାଳ ରେ ତହିଁ ମଧିଅରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ବଂସ ହାଇେଅଛି।

ଏଜ୍ରା 4:19

ପୁଣି ଆମ୍ଭ ଆଜ୍ଞା ରେ ଅନୁସନ୍ଧାନ କରାଯାନ୍ତେ ଦଖାୟୋଇଅଛି, ଯେ ପୂର୍ବକାଳ ରେ ଏହି ନଗର ରାଜଗଣ ବିରୁଦ୍ଧ ରେ ବିଦ୍ରୋହ କରିଅଛି ଓ ତହିଁ ମଧିଅରେ ରାଜଦ୍ରୋହ ଓ ଗଣ୍ତଗୋଳ କରାୟାଇଅଛି।

ଏଜ୍ରା 5:17

ଏଣୁ ଯବେେ ମହାରାଜାଙ୍କୁ ଉତ୍ତମ ଦଖାୟୋଏ, ତବେେ କୋରସ ରାଜା ୟିରୁଶାଲମ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବାର ଆଜ୍ଞା ଦଇେଥିଲେ କି ନାହିଁ ତାହା ବାବିଲସ୍ଥ ମହାରାଜାଙ୍କ ଭଣ୍ତାର ଗୃହ ରେ ଅନୁସନ୍ଧାନ କରନ୍ତୁ। ପୁଣି ଏହି ବିଷଯ ରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ ରରଣେ କରନ୍ତୁ।

ଆୟୁବ ପୁସ୍ତକ 11:7

ଆୟୁବ, ତୁମ୍ଭେ କ'ଣ ସତ ରେ ପରମେଶ୍ବରଙ୍କୁ ବୁଝିଅଛ ? ତୁମ୍ଭେ କ'ଣ ସତ ରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ ?

ଆୟୁବ ପୁସ୍ତକ 29:16

ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ଯ ସାହାୟ୍ଯ କରୁଥିଲି। ସମାନଙ୍କେୁ ଅଦାଲତ ରେ ତର୍କ ରେ ଜିତାଇ ଦେଉଥିଲି।

ଆୟୁବ ପୁସ୍ତକ 38:4

ଆୟୁବ, ତୁମ୍ଭେ କେଉଁଠା ରେ ଥିଲ, ଯେତବେେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି ? ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମାେତେ ଉତ୍ତର ଦିଅ।

ଆୟୁବ ପୁସ୍ତକ 40:2

ଆୟୁବ, ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ବରଙ୍କ ସହିତ ୟୁକ୍ତି କରୁଛ। ଆମ୍ଭେ ଭୁଲ କରିଛୁ ବୋଲି ତୁମ୍ଭେ ବିଚାର କରିଛ, କ'ଣ ସ୍ବୀକାର କରିବ ଯେ ତୁମ୍ଭେ ଭୁଲ କରିଛ ବୋଲି, ତୁମ୍ଭେ ମାେତେ ଉତ୍ତର ଦିଅ।

ଆୟୁବ ପୁସ୍ତକ 42:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।

ହିତୋପଦେଶ 25:27

ବହୁତ ମହୁ ଖାଇବା ଯେପରି ଉତ୍ତମ ନୁହେଁ। ସହେିପରି ମନୁଷ୍ଯମାନେ ଆପଣା ଗୌରବ ଅନୁସନ୍ଧାନ କରିବା ଭଲ ନୁହେଁ।

ଉପଦେଶକ 1:13

ମୁଁ ମନ ଯୋଗ କରି ଅଧ୍ଯଯନ ପାଇଁ ଏବଂ ଜ୍ଞାନ ଦ୍ବାରା ସବୁକିଛି ବୁଝିବା ପାଇଁ ଯାହା ସ୍ବର୍ଗତଳେ ହୁଏ। ଏହି କାର୍ୟ୍ଯ, ଯାହା ପରମେଶ୍ବର ମନୁଷ୍ଯମାନଙ୍କୁ ଦଇେଛନ୍ତି ବ୍ଯସ୍ତ ରହିବାକୁ ଅତି ଅପ୍ରିତିକର ଅଟେ।

ରୋମୀୟଙ୍କ ପ୍ରତି ପତ୍ର 11:33

ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।

Interlinear

Choose Theme