Home Bibles ହିତୋପଦେଶ 25:20 · ଓଡ଼ିଆ ବାଇବେଲ
ହିତୋପଦେଶ 25:20 · ଓଡ଼ିଆ ବାଇବେଲ

ଦୁଃଖିପୂର୍ଣ୍ଣ ଲୋକ ନିକଟରେ ଖୁସି ଗୀତ ଗାଇବା ଶୀତକାଳ ରେ ବସ୍ତ୍ର କାଢ଼ିନବୋ ଓ ସୋଢା ଉପ ରେ ଅମ୍ଳରସ ମିଶାଇବା ପରି ଅଟେ।

Cross references

ଦିତୀୟ ବିବରଣ 24:12

ଧରାଯାଉ, ସେ ଜଣେ ଗରିବ ଲୋକ। ତବେେ ତୁମ୍ଭେ ତା'ର ବନ୍ଧକ ଦ୍ରବ୍ଯ ରଖିବା ପର୍ୟ୍ଯନ୍ତ ଶାଇେବା ଉଚିତ୍ ନକ୍ସ୍ଟହଁ।

ଆୟୁବ ପୁସ୍ତକ 24:7

ଗରିବ ଲୋକେ ବିନା ବସ୍ତ୍ର ରେ ସାରା ରାତି ଶଯନ କରନ୍ତି। ଶୀତରୁ ରକ୍ଷା ପାଇବା ପାଇଁ ସମାନଙ୍କେ ନିକଟରେ ଘାଡ଼ୋଇବା ବସ୍ତ୍ର ନ ଥାଏ।

ଗୀତସଂହିତା 137:3

ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସମାନେେ ଚାହିଁଲେ। ସମାନଙ୍କେର ମନୋରଞ୍ଜନ କରିବାକୁ ସମାନେେ ଆମ୍ଭମାନଙ୍କୁ ଡାକିଲେ : ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।

ହିତୋପଦେଶ 10:26

ଯେପରି ଦନ୍ତକୁ କଟୁରସ ଓ ଚକ୍ଷୁକୁ ଧୂଆଁ ସହେିପରି ଆପଣା ପ୍ ରରକମାନଙ୍କେ ପ୍ରତି ଅଳସୁଆ,

ଉପଦେଶକ 3:4

କାନ୍ଦିବା ପାଇଁ ଏକ ସମୟ ଅଛି ଓ ହସିବା ପାଇଁ ମଧ୍ଯ ଏକ ସମୟ ଅଛି। ବିଳାପ ପାଇଁ ସମୟ ଅଛି ଓ ଖୁସି ରେ ନୃତ୍ଯ କରିବାର ପାଇଁ ମଧ୍ଯ ସମୟ ଅଛି।

ଯିଶାଇୟ 58:7

ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'

ଦାନିଏଲ 6:18

ତା'ପ ରେ ରାଜା ଆପଣା ପ୍ରାସାଦକୁ ୟାଇ ଉପବାସ ରେ ରାତ୍ରି ୟାପନ କଲେ। ଆଉ ବାଦ୍ଯ ୟନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।

ରୋମୀୟଙ୍କ ପ୍ରତି ପତ୍ର 12:15

ଯେତବେେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭମାନେେ ସମାନଙ୍କେ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭମାନେେ ତାହାଙ୍କ ସହିତ ଦୁଃଖିତ ହୁଅ।

ଯାକୁବଙ୍କ ପତ୍ 2:15

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।

ଯାକୁବଙ୍କ ପତ୍ 5:15

ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ।

Interlinear

Choose Theme