Home Bibles ହିତୋପଦେଶ 25:5 · ଓଡ଼ିଆ ବାଇବେଲ
ହିତୋପଦେଶ 25:5 · ଓଡ଼ିଆ ବାଇବେଲ

ରାଜାର ଉପସ୍ଥିତିରୁ ଦୁଷ୍ଟ ଉପଦେଷ୍ଟାମାନଙ୍କୁ ହଟାଇ ଦିଅ, ତା ହେଲେ ତାଙ୍କର ସିଂହାସନ ଧାର୍ମିକତା ରେ ସ୍ଥାପିତ ହବେ।

Cross references

ପ୍ରଥମ ରାଜାବଳୀ 2:33

ତେଣୁ ସମାନଙ୍କେର ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ଚିରକାଳ ତା'ର ବଂଶ ମସ୍ତକରେ ରହିବ। ମାତ୍ର ପରମେଶ୍ବର ଶାନ୍ତି ଆଣିବେ ଦାଉଦଙ୍କ ପ୍ରତି, ତାଙ୍କ ବଂଶଧରମାନଙ୍କ ପ୍ରତି, ତାଙ୍କ ପରିବାର ପ୍ରତି ଓ ତାଙ୍କ ରାଜ୍ଯ ପ୍ରତି।

ପ୍ରଥମ ରାଜାବଳୀ 2:46

ତେଣୁ ରାଜା ବନାଯକୁ ଏକ ଆଦେଶ ଦେଲେ, ଶିମିଯକୁ ମାରିବା ପାଇଁ ଏବଂ ସେ ଏହା କଲା। ତା'ପରେ ଶଲୋମନ ନିଜ ରାଜ୍ଯ ଉପରେ ପୁରା ଅଧିକାର ପାଇଲେ।

ଏଷ୍ଟର ବିବରଣ 7:10

ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।

ଏଷ୍ଟର ବିବରଣ 8:11

ରାଜାଙ୍କର ଚିଠି ରେ ଲିଖିତ ବିଷଯ ବସ୍ତୁ ଏହି:

ଗୀତସଂହିତା 101:7

ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।

ହିତୋପଦେଶ 16:12

କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

ହିତୋପଦେଶ 20:8

ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।

ହିତୋପଦେଶ 20:28

ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।

ହିତୋପଦେଶ 29:14

ଯେଉଁ ରାଜା ବିଶ୍ବସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ ତାହାର ସିଂହାସନ ସଦାକାଳ ପାଇଁ ସୁସ୍ଥିର ହବେ।

ଯିଶାଇୟ 9:7

ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।

ଯିଶାଇୟ 16:5

ତା'ପ ରେ ଜଣେ ନୂତନ ରାଜା ଆସିବେ। ସେ ରାଜା ଦାଉଦ ପରିବାରରୁ ହବେେ। ସେ ବିଶ୍ବସ୍ତ, ଦୟାଳୁ ଓ ସ୍ନହେୀ ହବେେ। ସେ ନ୍ଯାଯ ବିଚାର କରିବେ ଓ ଧର୍ମ ରେ ସମସ୍ତ କାର୍ୟ୍ଯ ସାଧନ କରିବେ।

Interlinear

Choose Theme