ହିତୋପଦେଶ 26:11 · ଓଡ଼ିଆ ବାଇବେଲ
ଆପଣା ବାନ୍ତି ପ୍ରତି ଫରେିବା କୁକୁରର ଯେପରି, ବାରମ୍ବାର ଆପଣା ଅଜ୍ଞାନତା ରେ କର୍ମ କରିବା ମୂର୍ଖ ସପରେି।
Cross references
ଯାତ୍ରା ପୁସ୍ତକ 8:15
ଫାରୋ ହୃଦଯଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲ। ସେ ସମାନଙ୍କେ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସହେିପରି ସବୁ ଘଟିଗଲା।
ଯିଶାଇୟ 28:8
ସମସ୍ତ ମଜେ ବାନ୍ତି ରେ ପରିପୂର୍ଣ୍ଣ। ସଠାେ ରେ ମଇଳା ପାଇଁ ୟଥେଷ୍ଟ କଠାେରୀ ନ ଥିଲା।
ମାଥିଉଲିଖିତ ସୁସମାଚାର 12:45
ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସଠାେରେ ବସବାସ କରନ୍ତି। ସେତବେେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚ଼ନୀୟ ହାଇପେଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସହେି ଏକାକଥା ଘଟିବ।
ପିତରଙ୍କ ଦିତୀୟ ପତ୍ର 2:22
ସହେି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ଯ ପ୍ରବାଦ ଭଳି : କୁକୁର ବାନ୍ତି କଲା ପରେ ପୁନର୍ବାର ତା' ବାନ୍ତି ଖାଇବାକୁକ ଆ ସେ341 ଓ ଘୁଷୁରୀଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କ ରେ ଗଡ଼େ।