Home Bibles ହିତୋପଦେଶ 26:20 · ଓଡ଼ିଆ ବାଇବେଲ
ହିତୋପଦେଶ 26:20 · ଓଡ଼ିଆ ବାଇବେଲ

କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।

Cross references

ହିତୋପଦେଶ 16:28

କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

ହିତୋପଦେଶ 22:10

ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।

ହିତୋପଦେଶ 26:22

ଭର୍ତ୍ସନା ମନପସନ୍ଦ ଖାଦ୍ୟପରି ଅଟେ, ଏହା ଉଦରର ଅନ୍ତରାଳଯକୁ ଚାଲିୟାଏ।

ଯାକୁବଙ୍କ ପତ୍ 3:6

ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।

Interlinear

Choose Theme