Home Bibles ହିତୋପଦେଶ 26:24 · ଓଡ଼ିଆ ବାଇବେଲ
ହିତୋପଦେଶ 26:24 · ଓଡ଼ିଆ ବାଇବେଲ

ଘୃଣାକାରୀ ନିଜ କଥା ରେ କପଟ କରେ, କିନ୍ତୁ ସେ ହୃଦଯ ରେ ପ୍ରବଞ୍ଚନା ରେଖ।

Cross references

ଆଦି ପୁସ୍ତକ 34:13

ଯାକୁବର ପୁତ୍ରମାନେ ଶିଖିମକୁ ଓ ତା'ର ପିତାଙ୍କୁ ମଧ୍ଯ ମିଥ୍ଯା କହିବାପାଇଁ ନିଷ୍ପତ୍ତି ନେଲେ। ତା'ର ଭାଇମାନେ ସେତବେେଳେ ପାଗଳ ପ୍ରାଯ ଥିଲେ କାରଣ ଦୀଣାକୁ ଶିଖିମ ଭ୍ରଷ୍ଠା କରିଥିଲା।

ପ୍ରଥମ ଶାମୁୟେଲ 18:17

କିନ୍ତୁ ଶାଉଲ ଦାଉଦଙ୍କକ୍ସ୍ଟ ମାରିଦବୋ ପାଇଁ ଚାହିଁଲେ ଏବଂ ଶାଉଲ ଏକ ଉପାଯ ଚିନ୍ତା କଲେ। ଶାଉଲ କହିଲେ, ଦାଉଦ ମରେବ୍ ନାମକ ମାରେଜେଷ୍ଠ କନ୍ଯାକକ୍ସ୍ଟ ଦେଖ। ମୁ ତାକକ୍ସ୍ଟ ତୁମ୍ଭକୁ ବିବାହ ଦବେି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହବେ। ତୁମ୍ଭେ ମାରେ ସନ୍ତାନପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ୟକ୍ସ୍ଟଦ୍ଧ କର। ଶାଉଲ ଚିନ୍ତାକଲେ, ମୁ ତାକକ୍ସ୍ଟ ହତ୍ଯା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହକ୍ସ୍ଟଏତ ତାକକ୍ସ୍ଟ ହତ୍ଯା କରି ପାରନ୍ତି।

ଦିତୀୟ ଶାମୁୟେଲ 13:26

ଏଥି ରେ ଅବଶା ଲୋମ କହିଲା, ଯଦି ଆପଣ ଆସକ୍ସ୍ଟନାହାନ୍ତି, ତବେେ ମାରେ ଭାଇ ଅମ୍ମାନେକକ୍ସ୍ଟ ଆମ ସଙ୍ଗ ରେ ୟିବାକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 13:27

ମାତ୍ର ଅବଶାଲୋମ ବଳାଇବାରକ୍ସ୍ଟ ରାଜା ଅମ୍ ନୋନକକ୍ସ୍ଟ ଓ ସବୁ ରାଜ ପକ୍ସ୍ଟତ୍ରଙ୍କକ୍ସ୍ଟ ତାହା ସଙ୍ଗେ ପଠାଇଲେ।

ଦିତୀୟ ଶାମୁୟେଲ 20:9

ଯୋୟାବ ଅମାସାକକ୍ସ୍ଟ ପଗ୍ଭରିଲା, କି ଭାଇ ତୁମ୍ଭର ମଙ୍ଗଳ?

ନିହିମିୟା 6:2

ସେତବେେଳେ ସନ୍ବଲ୍ଲଟ ଓ ଗେଶମ ମାେ ନିକଟକୁ ଲୋକ ପଠାଇ କହିଲେ, ଆସ ଆମ୍ଭମାନେେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମ ରେ ସାକ୍ଷାତ କରିବା। ମାତ୍ର ସମାନେେ ମାରେ ହିଂସା କରିବାକୁ ବିଗ୍ଭର କରିଥିଲେ।

ଗୀତସଂହିତା 12:3

ସଦାପ୍ରଭୁ ସମାନଙ୍କେର ଓଷ୍ଠ ବନ୍ଦ କରିବେ, ୟିଏ ମିଥ୍ଯା ବାକ୍ଯ ଉଚ୍ଚାରଣ କରେ। ସଦାପ୍ରଭୁ ସମାନଙ୍କେର ଜିହ୍ବା ବନ୍ଦ କରିବେ, ୟିଏ ଗର୍ବର କାହାଣୀ ପ୍ରକାଶ କରେ।

ଗୀତସଂହିତା 28:3

ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ ଶାନ୍ତିର ସନ୍ଦେଶ ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।

ଗୀତସଂହିତା 41:6

ଲୋକମାନେ ମାେ ନିକଟକୁ ଦଖାେ କରିବାକୁ ଆସନ୍ତି, କିନ୍ତୁ ସମାନେେ କିଛି କହନ୍ତି ନାହିଁ। ସମାନେେ କ'ଣ ସବୁ ପ୍ରକୃତରେ ଭାବନ୍ତି। ସମାନେେ ମାେ ନିକଟକୁ କିଛି ଖବର ଆଶାରେ ଆସନ୍ତି, ତା'ପରେ ସମାନେେ ଏଠାରୁ ଚାଲିୟାଇ ନାନା ଗୁଜବ ପ୍ରଚାର କରନ୍ତି।

ହିତୋପଦେଶ 10:18

ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧାର ମିଥ୍ଯାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 12:5

ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।

ହିତୋପଦେଶ 12:17

ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।

ହିତୋପଦେଶ 12:20

ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।

ହିତୋପଦେଶ 14:8

ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।

Interlinear

Choose Theme