Home Bibles ହିତୋପଦେଶ 26:28 · ଓଡ଼ିଆ ବାଇବେଲ
ହିତୋପଦେଶ 26:28 · ଓଡ଼ିଆ ବାଇବେଲ

ମିଥ୍ଯାବାଦୀ ଜିହ୍ବା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ। ପୁଣି ଚାଟୁବାଦୀ କଥା ସର୍ବନାଶ କରେ।

Cross references

ହିତୋପଦେଶ 2:16

ଜ୍ଞାନ ତୁମ୍ଭକୁ ପର ସ୍ତ୍ରୀ ଓ ୟିଏ ବ୍ଯଭିଚାରୀ ଚାଟୁବାଦିନୀ ଲୋକଠାରୁ ମଧ୍ଯ ରକ୍ଷା କରିବ।

ହିତୋପଦେଶ 6:24

ସମାନଙ୍କେର ଶିକ୍ଷା ତୁମ୍ଭକୁ ଅନ୍ୟ ପୁରୁଷର ସ୍ତ୍ରୀଠାରୁ ଓ ଗଣିକାର ଚାଟୁବାକ୍ଯଠାରୁ ଦୂ ରଇେ ରଖୁ।

ହିତୋପଦେଶ 7:5

ତବେେ ତାହା ତୁମ୍ଭକୁ ଅନ୍ୟ ପର ସ୍ତ୍ରୀଠାରୁ ରକ୍ଷା କରିବ। ଏବଂ ବ୍ଯଭିଚାରିଣୀ ସ୍ତ୍ରୀଙ୍କଠାରୁ ମଧ୍ଯ ରକ୍ଷା କରିବ।

ହିତୋପଦେଶ 7:21

ସହେି ସ୍ତ୍ରୀ ଜଣକ ଏପରି ମଧୁର ଭାଷା କହି ତାଙ୍କର ମନ ହରଣ କଲା। ତା'ର ଚାଟୁ ବାକ୍ଯ ରେ ତାକୁ ଟାଣି ନଲୋ।

ହିତୋପଦେଶ 29:5

ଯେଉଁଲୋକ ଆପଣା ପ୍ରତିବେଶୀର ଚାଟୁବାଦ କରେ, ସେ ତା'ର ପାଦ ପାଇଁ ଫାନ୍ଦ ବିଛାଏ।

ଲୂକଲିଖିତ ସୁସମାଚାର 20:20

ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।

ଯୋହନଲିଖିତ ସୁସମାଚାର 8:40

ମୁଁ ତୁମ୍ଭକୁ ପରମେଶ୍ବରଙ୍କଠାରୁ ଶୁଣିଥିବା ସତ୍ଯ କଥା କହୁଛି। କିନ୍ତୁ ତୁମ୍ଭମାନେେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରାହାମ କିନ୍ତୁ ସପରେି କିଛି କରି ନଥିଲେ।

ଯୋହନଲିଖିତ ସୁସମାଚାର 8:44

ଶୟତାନ ହେଉଛି ତୁମ୍ଭର ପିତା। ତୁମ୍ଭେ ତାହାର ଅଟ। ତୁମ୍ଭେ ତାର ଇଚ୍ଛା ଅନୁସାରେ କାର୍ୟ୍ଯ କରୁଛ। ପ୍ରଥମରୁ ସେ ଜଣେ ଖୁନି। ସେ ସର୍ବଦା ସତ୍ଯର ବିରୁଦ୍ଧ। ତା' ଭିତ ରେ କୌଣସି ସତ୍ଯତା ନାହିଁ। ସେ ତାର ସ୍ବଭାବରୁ ମିଛୁଆ। ସେ ମିଥ୍ଯାବାଦୀ, ସେ ମିଥ୍ଯାର ଜନ୍ମଦାତା।

ଯୋହନଲିଖିତ ସୁସମାଚାର 10:32

କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?

ଯୋହନଲିଖିତ ସୁସମାଚାର 15:22

ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।

Interlinear

Choose Theme