ଲେଙ୍ଗଡ଼ୋର ଚରଣ ଯେପରି ଅଦରକାରୀ ଭାବେ ଝୁଲୁଥାଏ, ଅଜ୍ଞାନର ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି।
Cross references
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।
ସମାନଙ୍କେ ନିଜ ଜିହ୍ବା ସମାନଙ୍କେୁ ଧ୍ବଂସର ବିଷଯ ଆଣିବ। ସମାନଙ୍କେୁ ୟିଏ ଦେଖିବେ ସମାନେେ ଦୁଃଖରେ ମୁଣ୍ଡ ହଲାଇବେ।
ଜଣେ ନିର୍ବୋଧ ବେଶୀ କଥା କହିବା ଉଚିତ୍ ନୁହେଁ। ସହେିପରି ଜଣେ ଶାସକ ମିଛଗୁଡ଼ିକ କହିବା ଉଚିତ୍ ନୁହେଁ।
ମତ୍ତଲୋକର ହସ୍ତ ରେ କଣ୍ଟକ ଉଠାୟିବା ଯେପରି, ମୂର୍ଖମାନଙ୍କ ମୁଖ ରେ ହିତାପଦେେଶ ବାକ୍ଯ ଠିକ୍ ସହେିପରି ଅଟେ।
ତୁମ୍ଭ ନିଜ ଆଖି ରେ କାଠଗୁଣ୍ଡଟି ପଡିଥିବା ବେଳେ ତୁମ୍ଭେ ତୁମ୍ଭର ଭାଇକୁ କିପରି କହିପାରୁଛ ଯେ, ଦଖାେଅ, ମୁଁ ତୁମ୍ଭ ଆଖିରୁ କାଠଗୁଣ୍ଡଟି କାଢି ଦବେି!
ଯୀଶୁ ସମାନଙ୍କେୁ କହିଲେ, ମୁଁ ଜାଣିଛି ଯେ, ତୁମ୍ଭମାନେେ ମାେତେ ସହେି ପୁରୁଣା ଉକ୍ତିଟି କହିବ, 'ଆ ରେ ବଇଦ, ଆଗ ନିଜକୁ ଭଲ କର।' ତୁମ୍ଭେ କହିବିକୁ ଚାହୁଁଛ, କଫର୍ନାହୂମ ରେ ତୁମ୍ଭେ ଯାହା ସବୁ କରୁଛ ବୋଲି ଆମ୍ଭମାନେେ ଶୁଣିଛୁ, ସହେିସବୁ ଏବେ ନିଜ ପୈତୃକ ନଗର ରେ ମଧ୍ଯ କର।