ହିତୋପଦେଶ 27:13 · ଓଡ଼ିଆ ବାଇବେଲ
ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ। ପୁଣି ପରସ୍ତ୍ରୀ ପାଇଁ ଯେ ଜାମିନ ହୁଏ, ତାହାକୁ ବନ୍ଧକ ରଖ।
Cross references
ଯାତ୍ରା ପୁସ୍ତକ 22:26
ଯବେେ ତୁମ୍ଭେ ଆପଣା ପଡ଼ୋଶୀର ବସ୍ତ୍ର ବନ୍ଧକ ରଖିବ ତବେେ ତାହା ସୂର୍ୟ୍ଯାସ୍ତ ପୂର୍ବରୁ ଫରୋଇ ଦବେ।
ହିତୋପଦେଶ 6:1
ହେ ମାରେ ପୁତ୍ର, ଅନ୍ୟ ଲୋକର ଋଣ ରେ ତୁମ୍ଭେ ମଧ୍ଯସ୍ଥି ହୁଅ ନାହିଁ। ଅନ୍ୟର ଋଣ ପରିଶାଧେ କରିବା ପାଇଁ ପ୍ରତିଜ୍ଞା କର ନାହିଁ। ସେ ସାଙ୍ଗ ହେଉ କି ଜଣେ ଅଜଣା ଆଗନ୍ତୁକ ହେଉ ?
ହିତୋପଦେଶ 20:16
ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।
ହିତୋପଦେଶ 22:26
ଅନ୍ୟମାନଙ୍କର ଋଣ ପାଇଁ ତୁମ୍ଭେ ଲଗା ହୁଅ ନାହିଁ।