ଜଣେ ୟିଏ ଅତି ପ୍ରଭାତରୁ ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳ ରେ ଅଭିଶାପ ଭାବେ ଗ୍ରହଣ କରେ।
Cross references
ଅବଶା ଲୋମ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଉଠି ରାଜ ଦ୍ବାରର ପଥପାଶର୍ବ ରେ ଆସି ଠିଆ ହକ୍ସ୍ଟଏ। ଯେତବେେଳେ କୌଣସି ଲୋକ ରାଜାଙ୍କ ନିକଟକକ୍ସ୍ଟ ବିଗ୍ଭର ନ୍ଯାଯ ପାଇବା ପାଇଁ ଆସିଲେ, ଅବଶା ଲୋମ ତାଙ୍କୁ ପ୍ରଥମେ ପଗ୍ଭରିଲା, ତୁମ୍ଭେ କେଉଁ ନଗରରକ୍ସ୍ଟ ଆସିଛ? ସେ ଲୋକ ଉତ୍ତର ଦଲୋ, ମୁ ଇଶ୍ରାୟେଲର ଏହି ଗୋଷ୍ଠୀଯ ଲୋକ ଅଟେ।
ଦାଉଦଙ୍କର ସାଙ୍ଗ ଅର୍କୀଯ ହୂଶଯ ଅବଶା ଲୋମ ନିକଟକକ୍ସ୍ଟ ଆସନ୍ତେ ହୂଶଯ ଅବଶାଲୋମକକ୍ସ୍ଟ କହିଲା, ମହାରାଜ ଚିରଜୀବୀ ହକ୍ସ୍ଟଅନ୍ତକ୍ସ୍ଟ, ମହାରାଜ ଚିରଜୀବୀ ହକ୍ସ୍ଟଅନ୍ତକ୍ସ୍ଟ।
ହୂଶଯ ଅବଶା ଲୋମକକ୍ସ୍ଟ କହିଲା, ଅହୀଥୋଫଲଙ୍କ ଦ୍ବାରା ଦିଆୟାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନକ୍ସ୍ଟ ହେଁ।
ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?
ଏହି ସମୟରେ ଆହାବ୍ଙ୍କ ଅଧିକାରୀ ମୀଖାଯଙ୍କ ନିକଟକୁ ୟାଇ କହିଲା, ସମସ୍ତ ଭବିଷ୍ଯଦ୍ବକ୍ତା ଏକ ମୁଖ ରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଛନ୍ତି। ତେଣୁ ମୁଁ ବିନଯ କରୁଛି ତୁମ୍ଭେ ସମାନଙ୍କେ ପରି ମଙ୍ଗଳ ବାକ୍ଯ ରାଜାଙ୍କ ସପକ୍ଷ ରେ କୁହ।
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ଯିହୁଦା ଉପ ରେ ଥିବା ବାବିଲ ରାଜାର ୟୁଆଳି ଭାଙ୍ଗିଅଛୁ।
ଲୋକମାନେ ପାଟିକରି କହିଲେ, ଏହା ଦବେତାର ସ୍ବର, ମନୁଷ୍ଯର ନୁହେଁ।