Home Bibles ☰ Books ହିତୋପଦେଶ 27:19 · ଓଡ଼ିଆ ବାଇବେଲ
ହିତୋପଦେଶ 27:19 · ଓଡ଼ିଆ ବାଇବେଲ

ପାଣି ଭିତରକୁ ଦେଖ ଏବଂ ତୁମ୍ଭେ ତୁମ୍ଭର ନିଜର ମୁହଁ ଦେଖିବ। ତୁମ୍ଭର ହୃଦଯକୁ ଦେଖ ଏବଂ ତୁମ୍ଭେ ପ୍ରକୃତ ନିଜକୁ ଦେଖିବ।

Cross references

ଆଦି ପୁସ୍ତକ 6:5

ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

ଗୀତସଂହିତା 33:15

ପରମେଶ୍ବର ସମସ୍ତ ମନୁଷ୍ଯମାନଙ୍କ ହୃଦଯକୁ ତିଆରି କରିଛନ୍ତି। ତଣେୁ ପରମେଶ୍ବର ଜାଣନ୍ତି ପ୍ରେତ୍ୟକକ ମନୁଷ୍ଯ କ'ଣ ଚିନ୍ତା କରୁଥାଏ।

ମାର୍କଲିଖିତ ସୁସମାଚାର 7:21

ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।

ଯାକୁବଙ୍କ ପତ୍ 1:22

ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

Interlinear

Choose Theme