Home Bibles ହିତୋପଦେଶ 27:25 · ଓଡ଼ିଆ ବାଇବେଲ
ହିତୋପଦେଶ 27:25 · ଓଡ଼ିଆ ବାଇବେଲ

ଘାସ କଟା ହେଲେ କଅଁଳ ଘାସ ଜନ୍ମେ। ଆଉ ପର୍ବତମାନରୁ ତୃଣ ସଂଗୃହିତ ହୁଏ।

Cross references

ଗୀତସଂହିତା 104:14

ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।

ଗୀତସଂହିତା 147:8

ପରମେଶ୍ବର ଆକାଶକୁ ମାଟୋ ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

ହିତୋପଦେଶ 10:5

ବୁଦ୍ଧିମାନ ଲୋକ ଉତ୍ତମ ସମୟରେ ଶସ୍ଯ ସଂଗ୍ରହ କରେ, କିନ୍ତୁ ଯେଉଁ ବ୍ଯକ୍ତି ଏହି ସମୟରେ ଶାଇେପଡ଼େ, ତାହା ଲଜ୍ଜାଜନକ।

Interlinear

Choose Theme