ହିତୋପଦେଶ 27:27 · ଓଡ଼ିଆ ବାଇବେଲ
ଛଳେି ଦୁଧ ତୁମ୍ଭ ପାଇଁ ଓ ତୁମ୍ଭ ପରିବାର ପାଇଁ ୟଥେଷ୍ଟ ହବେ ଏବଂ ତୁମ୍ଭ ଦାସୀମାନଙ୍କ ଭକ୍ଷ୍ଯ ଉପଜୀବିକା ହବେ।
Cross references
ହିତୋପଦେଶ 6:8
ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।
ହିତୋପଦେଶ 30:8
ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
ମାଥିଉଲିଖିତ ସୁସମାଚାର 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।