Home Bibles ☰ Books ହିତୋପଦେଶ 27:7 · ଓଡ଼ିଆ ବାଇବେଲ
ହିତୋପଦେଶ 27:7 · ଓଡ଼ିଆ ବାଇବେଲ

ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ଯକୁ କୌଣସି ତିକ୍ତ ଦ୍ରବ୍ଯସବୁ ମିଷ୍ଟ ଲାଗେ।

Cross references

ଗଣନା ପୁସ୍ତକ 11:4

ତା'ପରେ ସମାନଙ୍କେ ମଧ୍ଯରୁ ଅସୁବିଧା ସୃଷ୍ଟିକାରୀଗଣଙ୍କର ଉତ୍ତମ ଖାଦ୍ୟ ଖାଇବାକୁ ପ୍ରବଳଇଚ୍ଛା ହେଲା। ଇଶ୍ରାୟେଲର ଲୋକମାନେ ସମାନଙ୍କେ ସହିତ ୟୋଗ ଦେଲେ ଏବଂ ପାଟି କଲେ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ?

ଗଣନା ପୁସ୍ତକ 11:18

ଲୋକମାନଙ୍କୁ କୁହ, କାଲିପାଇଁ ନିଜକୁ ପବିତ୍ର କର। ଆଉ ତୁମ୍ଭମାନେେ ମାଂସ ଖାଇବ, କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କ କର୍ଣ୍ଣ ଗୋଚର ରେ କହିଅଛ, 'କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦବେ? ବରଂ ମିଶର ଦେଶ ରେ ଆମ୍ଭମାନଙ୍କର ମଙ୍ଗଳ ଥିଲା!' ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଖାଇବାକୁ ଦବେେ।

ଗଣନା ପୁସ୍ତକ 21:5

ତହିଁରେ ଲୋକମାନେ ପରମେଶ୍ବର ଓ ମାଶାଙ୍କେ ବିରୁଦ୍ଧ ରେ ଅଭିଯୋଗ କଲେ ଏବଂ କହିଲେ, କାହିଁକି ତୁମ୍ଭମାନେେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠା ରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭମାନେେ ଏହି ଅଖାଦ୍ୟକୁ ଘୃଣା କରୁ।

ଆୟୁବ ପୁସ୍ତକ 6:7

ମୁଁ ତାକୁ ସ୍ପର୍ଶ କହିବାକୁ ମନାକରେ କାରଣ ସେପ୍ରକାର ଖାଦ୍ୟ ମାେତେ ରୋଗୀଣା କରି ପକାଏ। ସହେିଭଳି ତୁମ୍ଭର କଥାଗୁଡ଼ିକ ମୁଁ ଅନୁଭବ କରୁଛି।

ଲୂକଲିଖିତ ସୁସମାଚାର 15:16

ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ଯ କହେି ତାହାକୁ ଦେଲନୋହିଁ।

ଯୋହନଲିଖିତ ସୁସମାଚାର 6:9

ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।

Interlinear

Choose Theme